ନୂଆଦିଲ୍ଲୀ,୩।୧୦: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ସ୍ବଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। ବିଶେଷ କରି ଏକ ଘଣ୍ଟିଆ ‘ସ୍ବଚ୍ଛତା ପାଇଁ ଶ୍ରମଦାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ବିଓଏମ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ସମେତ ସହରାଞ୍ଚଳ ଶାଖାଗୁଡିକର ସମସ୍ତ କର୍ମଚାରୀ ଯୋଗଦାନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବିଓଏମର କର୍ମଚାରୀମାନେ ଭୁବନେଶ୍ୱରର ୟୁନିଟ୍-୯ ସ୍ଥିତ ବିଓଏମ୍ର ଅଞ୍ଚଳ କାର୍ଯ୍ୟାଳୟ ପରିସରକୁ ପରିଷ୍କାର ପରିଚ୍ଛନ୍ନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଓଏମ ଭୁବନେଶ୍ୱର ଅଞ୍ଚଳ ପ୍ରବନ୍ଧକ ଆଲୋକ କୁମାର ମିଶ୍ରା ଓ ଉପ-ଅଞ୍ଚଳ ପ୍ରବନ୍ଧକ ସଞ୍ଜୀବ କୁମାର ଦାଶ ପ୍ରମୁଖ ସ୍ବଚ୍ଛତା ଅଭିଯାନ ଟିମ୍ର ମାର୍ଗଦର୍ଶନ କରାଇଥିଲେ। ଉଲ୍ଲେଖଯୋଗ୍ୟ, ଭାରତ ସରକାରଙ୍କ ଡିଏଫ୍ଏସ୍ ବିଭାଗର ଆହ୍ବାନ ଅନୁଯାୟୀ ବିଓଏମ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP
ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


