ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି: ମିଳିତ ସ୍ବଚ୍ଛତା ଅଭିଯାନ ଆରମ୍ଭ

କେସିଙ୍ଗା,୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ସାମୂହିକ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି। ସ୍ବଚ୍ଛ ରୁହ ସୁସ୍ଥ ରୁହ, ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି ସେଥିପାଇଁ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ର ସମଗ୍ର ୨୬ଟି ଗ୍ରାମ ପଞ୍ଚାୟତରେ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମେ ଏକ ମିଳିତ ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି l ବ୍ଲକରେ ପ୍ରତ୍ୟକ ମାସର ୬ ତାରିଖ ସମସ୍ତ ପଞ୍ଚାୟତରେ ଏଭଳି ମିଳିତ ସ୍ବଚ୍ଛତା ଅଭିଯାନ ଚାଲିବା ନେଇ ବିଡ଼ିଓ ସୂଚନା ଦେଇଛନ୍ତି l ଏହି ମିଳିତ ସ୍ବଚ୍ଛତା କାର୍ଯ୍ୟକ୍ରମରେ ସମସ୍ତ ଗ୍ରାମ ପଞ୍ଚାୟତର ଏମବିକେ, ସିଆରପି ଏବଂ ପଞ୍ଚାୟତ ର ଥିବା ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ସଭାନେତ୍ରୀ, ସମ୍ପାଦିକା ଏବଂ ସଦସ୍ୟାମାନେ ସହଯୋଗ କରିଥିବାବେଳେ ବ୍ଲକର ସମସ୍ତ ସ୍ବଚ୍ଛ ଭାରତ ମିଶନ ଅଧିକାରୀ ନମିତା ମ୍ୟାଡାମଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହୋଇଥିଲା l ଏଭଳି ଯଦି ପ୍ରତ୍ୟକ ମାସର ୬ ତାରିଖ ଏହି ସ୍ବଚ୍ଛତା ଅଭିଯାନ ଚାଲୁରହେ ତାହେଲେ ଏହା ଏକ ପ୍ରଭାବୀ କାର୍ଯ୍ୟ ହେବାସହ ସ୍ବଚ୍ଛତା ପ୍ରତି ମଧ୍ୟ ଲୋକେ ଯତ୍ନବାନ ହୋଇପାରିବେ l


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?