ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ, ପାଟଣା ଆନନ୍ଦେଶ୍ୱର ଶିବ ମନ୍ଦିର ସହ ବ୍ଲକର ବିଭିନ୍ନ ଐତିହ୍ୟ ସ୍ଥଳୀ ଓ ଦେବାଳୟ ଗୁଡିକରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଛି। ରାଜନଗର ରଘୁନାଥ ଜିଉ ମଠରେ ସ୍ଥାନୀୟ ସରପଞ୍ଚ ସୁଧାଂଶୁ ନାଏକ, ବିଡିଓ ମାନସ କୁମାର ଦଣ୍ଡ ପାଟ, ପ୍ରୋଗ୍ରାମ ଅଫିସର ଜମାଲ ଉଦ୍ଦିନ ଖାନ,ପିଇଓ ଲଲାତେନ୍ଦୁ ବିଦ୍ୟାଧର ମହାନ୍ତ, ଡୁମୁରିଆ ପଞ୍ଚାୟତ ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀରେ ସ୍ଥାନୀୟ ସରପଞ୍ଚ ଗୌରହରି ନାଏକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅଭୟ ଚରଣ ଦେହୁରୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଧାଂଶୁ ପାଇକ ରାୟ, ଏଡିଇଓ ଯଦୁ ମଣି ମହାନ୍ତ, ଜିଓ ଟେକର ଡମ୍ବରୁ ଧର ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ। ସେହିପରି ବଡ଼ପାଟଣା ପଞ୍ଚାୟତ ଆନନ୍ଦେଶ୍ୱର ଶିବ ମନ୍ଦିରରେ ବଡ଼ପାଟଣା ସରପଞ୍ଚ ବିନତୀ ବାନାରା, ନୋଡାଲ ଅଫିସର ସିପ୍ରା ରାଣୀ ମହାନ୍ତ,ପିଇଓ ଅଶୋକ ମହାନ୍ତ, ଟାଙ୍ଗରପଡ଼ା ମଠରେ ସରପଞ୍ଚ ଅନୁରୁଦ୍ଧ ନାଏକ, ପିଇଓ ଅଭିଳାଷ ରାଜଙ୍କ ସହ ସମ୍ପୃକ୍ତଅଞ୍ଚଳର ସାମାଜିକ କର୍ମୀ , ସ୍ଥାନୀୟ ଏସଏଚଜି ଗ୍ରୁପ ମହିଳା, ଏମବିକେ, ସିଆରପି ମିଶି ସଫେଇ କରିବା ସହ ଏହି ସ୍ଥଳୀଗୁଡ଼ିକର ସଫାସୁତରା ରଖିବାକୁ ଶପଥ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri