Posted inଜାତୀୟ

ଫେସବୁକ୍‌ ପୋଷ୍ଟ ପାଇଁ ହତ୍ୟା

ଅହମ୍ମଦାବାଦ,୩୦।୧: ଫେସବୁକ୍‌ରେ ସଂଖ୍ୟା ଲଗୁ ସମ୍ପ୍ରାଦାୟଙ୍କ ଧାର୍ମିକ ଭାବନାକୁ ଆଘାତ ଦେଲା ଭଳି ଭିଡିଓ କ୍ଲିପ୍‌ ପୋଷ୍ଟ କରିବାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ମୌଲାନାଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ ଅଧିକାରୀ କହିଛନ୍ତି। ଏଭଳି ଘଟଣା ଘଟିଛି ଅହମ୍ମଦାବାଦ ଜିଲାର ଧାନଧୁକା ଅଞ୍ଚଳରେ।

ଅହମ୍ମଦାବାଦ (ଗ୍ରାମୀଣ) ପୋଲିସ ମୌଲାନା ମହମ୍ମଦ ଆୟୁବ ଜଭାରାଓ୍ବାଲା (୫୧), ସବ୍ବିର ଚୋପଡା (୨୫) ଓ ଇମତିୟାଜ ପଠାନ (୨୭)ଙ୍କୁ ଗିରଫ କରାଯାଇଛି। ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ସବ୍ବିର ଓ ଇମତିଆଜଙ୍କୁ ପିସ୍ତଲ ସହ ଗୁଳି ଯୋଗାଇ ଦେଇଥିଲେ ମୌଲାନା ଜଭାରାଓ୍ବାଲା। ସେମାନେ ଗତ ୨୫ ତାରିଖରେ ଧାନଧୁକାଠାରେ କିଷନ ଭରଓ୍ବାଦ(୨୭)ଙ୍କୁ ଗୁଳି କରି ହତ୍ୟା କରିଥିଲେ।

ମୃତକ ଭାରଓ୍ବାଦଙ୍କୁ ଗଳିତ ମାସରେ ତାଙ୍କ ଫେସବୁକ୍‌ ପୋଷ୍ଟ ପାଇଁ ଗିରଫ କରାଯାଇଥିଲା। ସେ ଜାମିନରେ ବାହାରେ ଥିଲେ। ଏହି ହତ୍ୟାକାଣ୍ଡ ପରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ବନ୍ଦ ଡାକରା ଦେଇଥିଲା। ଏଥିଯୋଗୁ ଶନିବାର ଗୁଜରାଟ ସରକାର ହତ୍ୟାକାଣ୍ଡର ତଦନ୍ତ ଦାୟିତ୍ୱ ଏଟିଏସ୍‌କୁ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri