ଲାଞ୍ଚ ନେଇ ଧରାପଡ଼ିଲେ ପ୍ରାଣୀଧନ କିରାଣି

କେନ୍ଦୁଝର,୨୭ା୧(ସ୍ବ.ପ୍ର.): ଯୋଡ଼ା ପ୍ରାଣୀ ଚିକିତ୍ସକ ଡ. ଶୁଭାଶିଷ ମହାପାତ୍ରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର କିରାଣି ମହେନ୍ଦ୍ର କୁମାର ସେଠୀ ଶୁକ୍ରବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଛୁଟି ଦରମା ଟଙ୍କା ଅନୁମୋଦନ ପାଇଁ ଏହି ଟଙ୍କା ନେଉଥିବା ବେଳେ ଧରା ପଡ଼ିଥିବା ଜଣାପଡ଼ିଛି। ଭିଜିଲାନ୍ସ ବିଭାଗ ଏହି ଘଟଣା ପରେ ତାଙ୍କ ଘର ପାଟନଈ ସମେତ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି ବୋଲି ଭିଜିଲାନ୍ସ ଇନ୍ସପେକ୍ଟର ହେମାମାଳିନୀ ନାୟକ ସୂଚନା ଦେଇଛନ୍ତି। ଉକ୍ତ ଛୁଟି ଟଙ୍କା ଅନୁମୋଦନ ପାଇଁ ହଇରାଣ ହରକତ କରୁଥିଲେ। ଏଥିପାଇଁ ଲାଞ୍ଚ ମାଗିଥିଲେ। ଏ ନେଇ ଭିଜିଲାନ୍ସ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଆଜି ଏହି ଟଙ୍କା ନେବା ସମୟରେ ଭିଜିଲାନ୍ସ ବିଭାଗ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?