Posted inଫୁରସତ

ଜଳବାୟୁ ପରିବର୍ତ୍ତନ ବଢାଉଛି ସଙ୍କଟ

ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସଙ୍କଟ ଘନେଇ ଆସୁଛି। ଏ କ୍ଷେତ୍ରରେ ବିଶ୍ୱତାପନକୁ ମୁଖ୍ୟ କାରଣ ଭାବେ ଉଭା ହୋଇଛି। ଦୈନନ୍ଦିନ ଜୀବନରେ ମଣିଷ ବ୍ୟବହାର କରୁଥିବା ବିଭିନ୍ନ ବିଳାସପୂର୍ଣ୍ଣ ଆସବାବପତ୍ର, ଯାନବାହନ, ଶିଳ୍ପ ସଂସ୍ଥାରୁ ନିର୍ଗତ ବିଷାକ୍ତ ବାଷ୍ପ, ବାୟୁରେ ଉତ୍ତାପ ସୃଷ୍ଟିକାରୀ ଅଙ୍ଗାରକାମ୍ଳ ଗ୍ୟାସ୍‌ ଯୋଗୁ ବିଶ୍ୱତାପନ ବଢ଼ି ଚାଲିଛି। ଏହାର ପ୍ରଭାବରେ ମେରୁ ଅଞ୍ଚଳରେ ଥିବା ହିମବାହ ଧୀରେ ଧୀରେ ତରଳିବା ଆରମ୍ଭ କରିଛି। ଏଥିଯୋଗୁ ଭୌଗୋଳିକ ସଂରଚନାରେ ବଡ଼ ଧରଣର ପରିବର୍ତ୍ତନର ଆଶଙ୍କା ରହିଥିବା ଭୂବିଜ୍ଞାନୀ ମତପୋଷଣ କରିଛନ୍ତି। ଏଭଳି ଧାରା ଜାରି ରହିଲେ ସମୁଦ୍ରର ଜଳପତ୍ତନ ବଢ଼ିବା ଦ୍ୱାରା ବହୁ ଉପକୂଳ ଅଞ୍ଚଳ ଜଳାର୍ଣ୍ଣବ ହୋଇଯିବ। ପୃଥିବୀରେ ଥିବା ପ୍ରାୟ ୩୦ ପ୍ରତିଶତ ସ୍ଥଳଭାଗରୁ ବହୁ ଅଂଶ ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କା ଥିତ୍ବା ପରିବେଶ ବିଜ୍ଞାନୀମାନେ ବାରମ୍ବାର ସତର୍କ କରାଇ ଚାଲିଛନ୍ତି। ମେରୁ ଅଞ୍ଚଳରେ ବରଫ ତରଳୁଥିବାରୁ ଏହା ତଳେ ଥିତ୍ବା ବହୁ ପୁରାତନ ରୋଗ ସୃଷ୍ଟିକାରୀ ଭୂତାଣୁ ପୁଣି ମାନବ ସମାଜ ପାଇଁ ଏକ ଆହ୍ବାନ ସୃଷ୍ଟି କରିବାର ଆଶଙ୍କା ରହିଥିବା ପରିବେଶ ବିଜ୍ଞାନୀମାନେ କହୁଛନ୍ତି। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଲ୍‌ -ନିନୋ ଭଳି ସମସ୍ୟା ଦେଖା ଦେଉଛି। ଫଳରେ ପୂର୍ବାପେକ୍ଷା ବାତ୍ୟା ଅଧିକ ସଂଘଠିତ ହେଉଛି। ଏହା ଆର୍ଥିକ ମେରୁଦଣ୍ଡକୁ ବି ଦୋହଲାଇ ଦେଉଛି। ତେବେ ଏ ସମ୍ପର୍କରେ ସଚେତନତା ଅବଲମ୍ବନ କଲେ ଆଶଙ୍କା ଥିବା ବିପଦରୁ ପୃଥିବୀକୁ ଦୂରେଇ ରଖିହେବ ବୋଲି ପରିବେଶ ବିଜ୍ଞାନୀ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri