Posted inଫୁରସତ

ଆଖି ନ ଥାଇ ଏଭରେଷ୍ଟ ଚଢ଼ିଲେ

ଚାଇନାର ଜଣେ ପର୍ବତାରୋହଣକାରୀ ବିନା ଦୃଷ୍ଟିଶକ୍ତିରେ ବିଶ୍ୱର ସର୍ବୋଚ୍ଚ ପର୍ବତ ଶୃଙ୍ଗ ଏଭରେଷ୍ଟ ଚଢ଼ିବାରେ ସଫଳ ହୋଇଛନ୍ତି। ୪୪ ବର୍ଷୀୟ ଝାଙ୍ଗ ହୋଙ୍ଗ୍‌ ଏପରି କରିବାରେ ଏସିଆ ମହାଦେଶର ପ୍ରଥମ ଏବଂ ବିଶ୍ୱର ତୃତୀୟ ବ୍ୟକ୍ତି ହୋଇଛନ୍ତି। ଶେର୍‌ପା ଏବଂ ଗାଇଡ୍‌ଙ୍କ ସହଯୋଗରେ ଝାଙ୍ଗ ମେ’ ୨୪ରେ ନେପାଳ ପଟରୁ ଏଭରେଷ୍ଟ ଆରୋହଣ କରିଥିଲେ। ୨୦୦୧ରେ ଏହି ପର୍ବତଶୃଙ୍ଗରେ ଚଢ଼ିଥିବା ଆଉ ଜଣେ ନେତ୍ରହୀନ ଆମେରିକୀୟ ପର୍ବତାରୋହଣକାରୀ ଏରିକ୍‌ ଓ୍ବେଇହେନ୍‌ମେୟରଙ୍କ ଦ୍ୱାରା ସେ ପ୍ରଭାବିତ ହୋଇଥିଲେ ବୋଲି ଝାଙ୍ଗ୍‌ କହିଛନ୍ତି। ଅଷ୍ଟ୍ରିଆର ଜଣେ ଦୃଷ୍ଟିହୀନ ପର୍ବତାରୋହଣକାରୀ ଏଭରେଷ୍ଟ ଶୃଙ୍ଗକୁ ଯାଇ ସଫଳତାର ସହ ଫେରିଥିଲେ। ୨୧ ବର୍ଷର ହୋଇଥିବାବେଳେ ଗ୍ଲୁକୋମାରେ ପୀଡ଼ିତ ହୋଇ ଝାଙ୍ଗ୍‌ଙ୍କ ଦୃଷ୍ଟିଶକ୍ତି ନଷ୍ଟ ହୋଇଥିଲା। ଏଭରେଷ୍ଟ ଆରୋହଣ କରିବା ପୂର୍ବରୁ ସେ ୫ ବର୍ଷ ଟ୍ରେନିଂ ନେଇଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁପ୍ତଧନ

ଗୁପ୍ତଧନ! ଯାହାକୁ ପାଇବାର ଲାଳସା କାହିଁ କେଉଁ କାଳରୁ ମଣିଷର ରହିଆସିଛି। ଆଉ ରାତାରାତି ଅପାର ଧନସମ୍ପତ୍ତିର ପାହାଡ ଉପରେ ବସିବାର ମୋହରେ ସେ ତାକୁ...

କେବଳ ବହୁରୂପୀ ଏଣ୍ଡୁଅ ନୁହନ୍ତି ଏମାନେ ବି ବଦଳାନ୍ତି ରଙ୍ଗ : ଜାଣନ୍ତୁ କାହିଁକି କରନ୍ତି ଏପରି

ବହୁରୂପୀ ଏଣ୍ଡୁଅ ରଙ୍ଗ ପରିବର୍ତ୍ତନ କଥା ଅପଣ ଜାଣିଥିବେ। ଏହାକୁ ଦେଖିଥିବେ ମଧ୍ୟ। ତେବେ ଏହା କେବଳ ଏକୁଟିଆ ନିଜର ରଙ୍ଗ ପରିବର୍ତ୍ତନ କରେ ତାହା...

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ...

ଦୁଇ ଜିରାଫଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ, ଭିଡିଓ ଭାଇରାଲ

ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦୁଇ ଜିରାଫଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ ଚାଲିଥିବା ଦେଖିବାକୁ ମିଳିଛି। ଏପରି ଲଢ଼େଇ ଆପଣ...

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି...

ବାର୍ବି ଗର୍ଲକୁ ପୂରିଲା ୬୧ ବର୍ଷ: ଇନଷ୍ଟାଗ୍ରାମ୍‌ରେ ୨୦ ଲକ୍ଷରୁ ଅଧିକ ଫଲୋଅର୍ସ

ଓ୍ବାଶିଂଟନ,୯।୩: ଛାଟ ପିଲାଙ୍କ ଅତି ପ୍ରିୟ ଖେଳନା ବାର୍ବି ଗର୍ଲକୁ ସୋମବାର ୬୧ ବର୍ଷ ପୂରିଛି। ୧୯୫୯ ମାର୍ଚ୍ଚ ୯ରେ ଏହାର ବଜାର ପ୍ରବେଶ ହୋଇଥିଲା।...

ଏଥର ପର୍ଯ୍ୟଟନରେ ବାରାଣସୀ ଦୁର୍ଗା ମନ୍ଦିର: ଜାଣନ୍ତୁ କେବେ, କେମିତି ଯିବେ

ଉତ୍ତରପ୍ରଦେଶର ବାରାଣସୀଠାରେ ମା’ ଦୁର୍ଗାଙ୍କୁ ସମର୍ପିତ ଏକ ମନ୍ଦିର ରହିଛି, ଯାହାକୁ କେହି କେହି ଦୁର୍ଗା ମନ୍ଦିର ତ ଆଉ କେହି ଦୁର୍ଗା କୁଣ୍ଡ ମନ୍ଦିର...

ମାଙ୍କଡକୁ ଅଶ୍ଲୀଳ ଇଙ୍ଗିତ କଲେ ଯୁବକ: ତା ପରେ ଘଟିଲା ଏମିତି କିଛି…

ସାଧାରଣତଃ ପଶୁପକ୍ଷୀମାନେ କାହାର ଅନିଷ୍ଟ କରିନଥାନ୍ତି। ମାତ୍ର ସେମାନଙ୍କୁ ଯଦି କେହି ବ୍ୟକ୍ତି ହଇରାଣ କରନ୍ତି ସେମାନେ ଛାଡି ନ ଥାନ୍ତି। ଏମିତି ଏକ ଭିଡିଓ...

Advertisement
Archives

Model This Week