ଏଭ୍‌ରେଷ୍ଟ ଚଢ଼ିଲେ ସୁର ରାଉତରାୟଙ୍କ ପୁଅ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ। ସେ ସାଙ୍ଗରେ ଜାତୀୟ ପତାକା ଓ ଜଗନ୍ନାଥଙ୍କ ଫଟୋ ନେଇ ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କରିଛନ୍ତି। ରବିବାର ଭୋର୍‌ ୪ଟା ୧୫ରେ ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ତାଙ୍କ ଲକ୍ଷ୍ୟ ପୂରଣ କରିଥିବା ବିଧାୟକ ସୁର ସୂଚନା ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ୪୫ ଜଣ ଭାରତୀୟ ଏଭ୍‌ରେଷ୍ଟ ଶୀର୍ଷରେ ପହଞ୍ଚିଥିବା ବେଳେ ଓଡ଼ିଆ ପୁଅ ସିଦ୍ଧାର୍ଥ ତାଙ୍କ ନାଁ ଏଥିରେ ଯୋଡ଼ିଛନ୍ତି। ଏହି ଲକ୍ଷ୍ୟ ପୂରଣ ପୂର୍ବରୁ ସିଦ୍ଧାର୍ଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କର ସଫଳତା କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri