କ୍ଲିନିକ୍‌ ସିଲ୍‌, ଡାକ୍ତର ଗିରଫ

ଶେରଗଡ଼,୧୫ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ରମୁଣି ସାହିରେ କୋଭିଡ୍‌ କଟକଣା ନ ମାନି କ୍ଲିନିକ୍‌ ଖୋଲିବା ଜଣେ ଡାକ୍ତରଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ କ୍ଲିନିକ୍‌କୁ ସିଲ୍‌ କରାଯାଇଥିବା ବେଳେ ଡାକ୍ତରଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଡାକ୍ତର ହେଲେ ସୁନୀଲ କୁମାର ସାହୁ।
ଶେରଗଡ଼ ରମୁଣି ସାହିରେ ଥିବା ପଞ୍ଚାନନ କ୍ଲିନକକୁ ଆସିଥିବା ରୋଗୀମାନେ କୋଭିଡ୍‌ କଟକଣା ନ ମାନି ଭିଡ ଜମାଇଥିଲେ। ସେଠାରେ ଅଧିକାଂଶ ମାସ୍କ ପିନ୍ଧି ନ ଥିଲେ। କ୍ଲିନିକ୍‌ରେ ଗହଳି ଜମିଥିବା ଖବରପାଇ ଶେରଗଡ ତହସିଲଦାର ଡ. ଦୟାସିନ୍ଧୁ ପରିଡା, ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ସେଠାରେ ପହଞ୍ଚତ୍ଥିଲେ। କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଥିବା ଦେଖି କ୍ଲିନକକୁ ସିଲ୍‌ କରିବା ସହ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏ ନେଇ ଶେରଗଡ ଥାନାରେ ନଂ.୭୨/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?