Posted inଖେଳ

୧୩୦ କୋଟି ଭାରତୀୟଙ୍କୁ ନିରାଶ କଲା ନ୍ୟୁଜିଲାଣ୍ଡ

ଆବୁଧାବି,୭।୧୧: ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଭଳି ଚଳିତ ଟି୨୦ ବିଶ୍ୱକପ୍‌ରେ ମଧ୍ୟ ୧୩୦ କୋଟି ଭାରତୀୟ ନିରାଶ କରିଛି ନ୍ୟୁଜିଲାଣ୍ଡ। ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଆଫଗାନିସ୍ତାନକୁ ହରାଇ ଦେଇଛି। ଏହି ବିଜୟ ସହ ନ୍ୟୁଜିଲାଣ୍ଡ ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ବିଧିବଦ୍ଧ ଭାବେ ବାଦ୍‌ ପଡ଼ିଛି ଟିମ୍‌ ଇଣ୍ଡିଆ।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଆଫଗାନିସ୍ତାନର ବ୍ୟାଟରଙ୍କୁ ବିଲକୁଲ ସୁଯୋଗ ଦେଇ ନ ଥିଲେ ନ୍ୟୁଜିଲାଣ୍ଡର ତାରକା ଖଚ୍ଚିତ ପେସର। କେବଳ ବାଜିବୁଲା ଜାଦ୍ରାନ (୭୩ ରନ୍‌, ୬ ଚୌକା ଓ ୩ ଛକା)ଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟର ଆଖିଦୃଶିଆ ସ୍କୋର କରିପାରି ନ ଥିଲେ। ଫଳରେ ଆଫଗାନିସ୍ତାନ ୮ ଉଇକେଟ ହରାଇ ୧୨୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ନ୍ୟୁଜିଲାଣ୍ଡ ପାଇଁ ଟ୍ରେଣ୍ଟ ବୋଲ୍ଟ ୩ ଓ ଟିମ୍‌ ସୌଦି ୨ ଉଇକେଟ ନେଇଥିଲେ। ଜବାବରେ ୧୮.୧ ଓଭରରେ ମାତ୍ର ୨ ଉଇକେଟ ହରାଇ ନ୍ୟୁଜିଲାଣ୍ଡ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଅଧିନାୟକ କେନ ଓ୍ବିଲିୟମସନ ୪୦ (୩ ଚୌକା) ଓ ଡେଭନ କନଓ୍ବେ ୩୬ (୪ ଚୌକା) ରନ୍‌ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri