Posted inରାଜ୍ୟ

କେନ୍ଦ୍ରାପଡାରେ ମଦ ବିକ୍ରି ବନ୍ଦ

କେନ୍ଦ୍ରାପଡା,୧୬।୧: ଜାନୁଆରୀ ୧୭ ଓ ୨୨ରେ ଜିଲାରେ ମଦ ବିକ୍ରି ବନ୍ଦ। ବିକ୍ରି ସହ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡା ଜିଲାପାଳ ଅମ୍ରିତ ଋତୁରାଜ । ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri