କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ।
ସୂଚନାଯୋଗ୍ୟ, ରବିବାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୀରଗୋବିନ୍ଦପୁରର ଉନ୍ନତି ପାଇଁ ୨.୪୦ କୋଟି

ସାକ୍ଷୀଗୋପାଳ,୪ା୬(ଡି.ଏନ୍‌.ଏ.): କେନ୍ଦ୍ରରେ ମୋଦି ସରକାରଙ୍କ ଅଷ୍ଟମ ବର୍ଷ ପୂର୍ତ୍ତି ସମାରୋହ ପୁରୀ ଜିଲା ସତ୍ୟବାଦୀ ବ୍ଲକର ବୀରଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମାରୋହର ମୁଖ୍ୟ...

ଭୁବନେଶ୍ୱରର ବ୍ଳୁ ହୁଇଲ୍‌ ହସ୍ପିଟାଲ୍‌ ସିଲ୍‌

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହୁଇଲ୍‌ ହସ୍ପିଟାଲକୁ ବୁଧବାର ସିଲ୍‌ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ହସ୍ପିଟାଲକୁ ବିଏମ୍‌ସି ପକ୍ଷରୁ...

କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଗାଡ଼ିକୁ ଅଣ୍ଡାମାଡ଼, କଳାପତାକା ପ୍ରଦର୍ଶନ

ରାଉରକେଲା ଅଫିସ,୯।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଡ. ଉଦିତରାଜଙ୍କୁ ବିରୋଧ ବଢିବାରେ ଲାଗିଛି। ଅଣସଙ୍ଗଠିତ...

କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ...

ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା...

କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ

ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା...

ମଦଦୋକାନରେ ହେବନି ପିଓଏସ୍‌ ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୪।୯: ଦଶହରା ସମୟରେ ଜନଗହଳି କାରଣରୁ ଅନେକ ବ୍ୟତିକ୍ରମ ଲକ୍ଷ୍ୟ କରାଯାଏ। ଏହାକୁ ଦୃଷ୍ଟିରେ ରଖି ପାର୍ବଣ କିପରି ଶାନ୍ତି ଓ ଶୃଙ୍ଖଳାର...

ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ନେଇ ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ ଯୋଗୁ ବି-ଟେକ୍‌ ସ୍ପେଶାଲ...

Advertisement
Archives

Model This Week