ଇତିହାସରେ ପ୍ରଥମ, ଏମିତି କରି ଦେଖାଇଲା ନାସା

ନ୍ୟୁୟର୍କ,୧୭।୭: ଆମେରିକାର ସ୍ପେସ ଏଜେନ୍ସି ନାସା ଏବଂ ୟୁରୋପୀୟ ସ୍ପେସ ଏଜେନ୍ସି ମିଳିତ ଭାବରେ ଏକ ସୋଲାର ଅର୍ବିଟର ପଠାଇଥିଲେ। ଯାହା ସୂର୍ଯ୍ୟଙ୍କ ଅତି ନିକଟରୁ ଫଟୋ ଉଠାଇଛି। ପ୍ରଥମଥର ପାଇଁ ସୂର୍ଯ୍ୟଙ୍କ ଏହା ଅତି ନିକଟତମ ଫଟୋ ବୋଲି ନାସା ଦାବି କରିଛି। ସୋଲାର ଅର୍ବିଟର ଏହି ଫଟୋଗୁଡିକୁ ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟବର୍ତ୍ତୀ ଭାଗରେ ନେଇଛି। ଏବେ ଏହି ଫଟୋଗୁଡିକ ସହାୟତାରେ ନାସା ବୈଜ୍ଞାନିକମାନେ ସୂର୍ଯ୍ୟ ବିଷୟରେ ଅଦତ୍କ ଅଧ୍ୟନ କରୁଛନ୍ତି। ସୂଚନାଯୋଗ୍ୟ, ନାସା ସୋଲାର ଅର୍ବିଟର ଚଳିତବର୍ଷ ଫେବୃୟାରୀରେ ଲଞ୍ଚ୍‌ କରିଥିଲା। ସୋଲାର ଅର୍ବିଟର ଫଟୋଗୁଡିକୁ ସୂର୍ଯ୍ୟଠାରୁ ପ୍ରାୟ ୭.୭୦ କୋଟି କିମି ଦୂରରୁ ନେଇଛି। ଏନେଇ ନାସା ପକ୍ଷରୁ ଟୁଇଟର ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଭାଷଣରେ ଟ୍ରମ୍ପ୍‌ଙ୍କର କଡ଼ା ସ୍ବର: କ୍ଷମତା ହସ୍ତାନ୍ତର ପରେ ବି ଲଢ଼େଇ ରହିବ ଜାରି

ଓ୍ବାଶିଂଟନ,୨୦।୧: ଆମେରିକାର ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କର ସ୍ବର ଏବେ ବି ନରମି ନାହିଁ। ହ୍ବାଇଟ୍‌ ହାଉସ୍‌ରୁ ବିଦାୟ ନେବା ପୂର୍ବରୁ ଟ୍ରମ୍ପ୍‌ କଡ଼ା ସ୍ବରରେ...

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ...

ସୁନା ଖଣିରେ ଭୂସ୍ଖଳନ: ୫ ମୃତ, ୭୦ ନିଖୋଜ

ଜାକର୍ତ୍ତା,୨୫।୨: ଇଣ୍ଡୋନେସିଆରେ ଏକ ସୁନା ଖଣିରେ ଭୂସ୍ଖଳନ ଯୋଗୁ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୭୦ ଜଣ ନିଖୋଜ ଥିବା ସ୍ଥାନୀୟ...

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ...

ମୃତଦେହ ମେଳରେ ମହୋତ୍ସବ

ଜାକର୍ତ୍ତା: ମୃତଦେହ ମେଳରେ ପର୍ବ। ଏଥିପାଇଁ କାଠବାକ୍ସରେ ସଂରକ୍ଷିତ କରି ପାହାଡ଼ ଗୁମ୍ଫାରେ ରଖାଯାଇଥାଏ ମରଶରୀର। ପ୍ରତି ୩ବର୍ଷରେ ଥରେ ମୃତକଙ୍କ ପୁଣ୍ୟତିଥିରେ କାଠବାକ୍ସରୁ ମୃତକଙ୍କୁ...

ମୃତ୍ୟୁ ପରେ ବି ମସ୍ତିଷ୍କ ଜିନ୍‌ ରୁହେ ସକ୍ରିୟ…

ଓ୍ବାଶିଂଟନ,୬।୪: ମୃତ୍ୟୁ ଘଟିବାର ବହୁଘଣ୍ଟା ପରେ ବି ମସ୍ତିଷ୍କରେ କେତେକ ଜିନ୍‌ ସକ୍ରିୟ ରହିଥାନ୍ତି। ହୃଦ୍‌ସ୍ପନ୍ଦନ ବନ୍ଦ ହେବା ସହିତ ମସ୍ତିଷ୍କ ମଧ୍ୟ କାମ କରିବା...

ମଦ ଶୁଙ୍ଘିଲେ ଆଉ ହେବନି କରୋନା ସଂକ୍ରମଣ, ଦାବି କଲେ ବୈଜ୍ଞାନିକ…

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ମାର୍ଗଦର୍ଶିକା ଅନ୍ତର୍ଗତ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା...

Advertisement


Archives

Model This Week