ତିଗିରିଆରେ ବନ୍ଦ ପାଳନ

ତିଗିରିଆ,୨୬।୧୧:(ଡି.ଏନ.ଏ): କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ମାରଣ ନୀତି ବିରୁଦ୍ଧରେ ତିଗିରିଆ ବ୍ଲକ ନୂଆପାଟଣା ଚଣ୍ଡୀବଜ଼ାରଠାରେ ହିନ୍ଦ ମଜଦୁର ସଭା ଆଠଗଡ ତରଫରୁ ଗୁରୁବାର ସକାଳୁ ବନ୍ଦ ପାଳନ କରାଯାଇଛି। ନୂଆପାଟଣାର ଦୁର୍ଗା ବଜ଼ାର, ଚଣ୍ଡୀ ବଜ଼ାର ଓ ହାଟ ବଜ଼ାରକୁ ନିର୍ମାଣ ଶ୍ରମିକ ମାନେ ବନ୍ଦ କରିବା ସହିତ ଚଣ୍ଡୀବଜ଼ାର ଛକଠାରେ ରାସ୍ତା ଉପରେ ବସି ରହି କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ l ଏହି ଆନ୍ଦୋଳନ ରେ ହିନ୍ଦ ମଜଦୁର୍‌ ସଭାର କର୍ମକର୍ତ୍ତା ବସିରୁଲ ହକ୍‌, ପ୍ରକାଶ ରାଉତ, ଲଷ୍ମୀଧର ଜେନା, ସଞ୍ଜୟ କର, ଦିଲ୍ଲୀପ ସାହୁ, ଜଗନ୍ନାଥ ସୁତା ମିଲର ପୂର୍ବତନ ଶ୍ରମିକ ସଂଘର କର୍ମକର୍ତ୍ତା ରବି ଜେନା ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri