Posted inଜାତୀୟ

ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା: ୫ ତୀର୍ଥଯାତ୍ରୀ ମୃତ, ଅନେକ ନିଖୋଜ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ନିକଟରେ ଶୁକ୍ରବାର ବାଦଲ ଫଟା ବର୍ଷା ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ତୀର୍ଥଯାତ୍ରୀ ନିଖୋଜ ଥିବା ଜଣାପଡ଼ିଛି। ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌ ଏବଂ ଆଇଟିବିପିର ଟିମ୍‌ ରିଲିଫ୍‌ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।

୪୩ ଦିନିଆ ବାର୍ଷିକ ଅମରନାଥ ଯାତ୍ରା ଚଳିତ ବର୍ଷ ଜୁନ ୩୦ ତାରିଖରୁ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ଶ୍ରଦ୍ଧାଳୁ ଅମରନାଥ ଗୁମ୍ପାରେ ପ୍ରାର୍ଥନା କରି ସାରିଛନ୍ତି। ଏବେ ଏଭଳି ଘଟଣା ଘଟିବା ପରେ ତୀର୍ଥଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯିବା ନେଇ ପ୍ରୟାସ କରାଯାଉଛି। ଆଗାମୀ ସମୟରେ ହେଲ୍ପ ଲାଇନ୍‌ ନଂ ଜାରି କରାଯିବ। ଯଦି କାହାର ପରିଜନ ଅମରନାଥ ଯାତ୍ରାରେ ଯାଇଥିବେ ତେବେ ସେମାନେ ଏହି ନମ୍ବରରେ ଯୋଗାଯୋଗ କରି ତାଙ୍କ ବିଷୟରେ ଜାଣିପାରବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri