କ୍ଲାଉଡ୍‌ ସ୍କିଲ୍‌ସ ଟ୍ରେନିଂ

ନୂଆଦିଲ୍ଲୀ, ୧୩।୬: ମାଗଣା କ୍ଲାଉଡ୍‌ କମ୍ପ୍ୟୁଟିଂ ଦକ୍ଷତା ବିକାଶ ଓ ଚାକିରି ପ୍ରଶିକ୍ଷଣ ପ୍ରଦାନ କରିବା ପାଇଁ ଅଗ୍ରଣୀ ଟେକ୍ନୋଲୋଜି କନ୍‌ସଲ୍‌ଟାନ୍ସି ଓ ଶିକ୍ଷା ପ୍ରଦାତା, କର୍ଭଅପ୍‌ ପକ୍ଷରୁ ଆମାଜନ୍‌ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ସହ ସହଭାଗିତା କରାଯାଇଛି। ଏହା ହେଉଛି ଏକ ୧୨ ସପ୍ତାହର ଟ୍ରେନିଂ ପ୍ରୋଗ୍ରାମ, ଯାହା ମୌଳିକ ଏଡବ୍ଲ୍ୟୁଏସ୍‌ କ୍ଲାଉଡ୍‌ ଦକ୍ଷତା ସହ ସାକ୍ଷାତ୍‌କାର ଦେବା, ରେଜ୍ୟୁମେ ଲେଖିବା, ଲୋକଙ୍କୁ ଏଣ୍ଟ୍ରି-ଲେଭେଲ୍‌ କ୍ଲାଉଡ୍‌ ଭୂମିକା ପାଇଁ ପ୍ରସ୍ତୁତ ହେବାରେ ସାହାଯ୍ୟ କରିବା ଭଳି ପ୍ରାକ୍ଟିକାଲ କ୍ୟାରିୟର କୌଶଳଗୁଡ଼ିକୁ ଅନ୍ତର୍ଭୁକ୍ତ କରିଥାଏ। ଏହି ପ୍ରୋଗ୍ରାମ ଲିନକ୍ସ, ପାଇଥନ, ନେଟ୍‌ୱର୍କିଂ, ସିକ୍ୟୁରିଟି ଓ ରିଲେଶ୍‌ନାଲ ଡାଟାବେସ୍‌ଗୁଡିକ ପାଇଁ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ଦେଉଛ ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

ଲଗାତାର ଖସୁଛି ସୁନା-ଚାନ୍ଦିର ଦାମ୍‌, ଜାଣନ୍ତୁ ଏବେ କେତେ ହେଲାଣି

ନୂଆଦିଲ୍ଲୀ,୯।୨: ସୁନା ମୂଲ୍ୟରେ ହ୍ରାସ ଧାରା ଜାରି ରହିଛି। ନୂତନ ସପ୍ତାହର ପ୍ରଥମ ଦିନ, ଫେବୃଆରୀ ୯ ତାରିଖ ସୋମବାର ସକାଳେ, ରାଜଧାନୀ ଦିଲ୍ଲୀରେ ୨୪କ୍ୟାରେଟ ସୁନାର…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri