Posted inଜାତୀୟ

ହିମାଚଳ ପ୍ରଦେଶ କିନ୍ନୋରରେ ବାଦଲ ଫଟା ବର୍ଷା

କିନ୍ନୋର,୧୯ ।୭: ହିମାଚଳ ପ୍ରଦେଶ କିନ୍ନୋରର ଶଲଖର ଗାଁରେ ସୋମବାର ବାଦଲ ଫଟା ବର୍ଷା ହେବା ଫଳରେ ପରିସ୍ଥିତି ଜଟିଳ ହୋଇ ପଡିଛି । ଲୋକେ ସୁରକ୍ଷିତ ସ୍ଥାନକୁ ଦୌଡି ପଳାଇଛନ୍ତି । ତେବେ ବାଦଲ ଫଟା ବର୍ଷା ପରେ ପାହାଡ ଧସିବାର ଦୃଶ୍ୟ ସାଙ୍ଗକୁ ଏହାର ଶବ୍ଦ ସମସ୍ତଙ୍କ ଛାତି ଥରାଇ ଦେଇଛନ୍ତି । ପାହାଡ ଧସିବା ଫଳରେ ନଦୀ, ନାଳର ଛାତି ବି ଫୁଲି ଉଠିଛି । ଘର ନିକଟରେ ଏମିତି ପାଣିର ସୂଅ ଛୁଟିଛି ଯେମିତି ଏହା ଘରକୁ ଭସେଇ ନେବାକୁ ପଣ କରିଛି । ପାହାଡ ଧସିବା ଯୋଗୁଁ କିଛି ଘର ସମ୍ପୂର୍ଣ୍ଣ ଭାବେ ପାଣି କାଦୁଅରେ ଭାସି ଯାଇଥିବା ବେଳେ ଆଉ କିଛି ଘରେ ପାଣି କାଦୁଅ ଭର୍ତ୍ତି ହୋଇଯାଇଥିବା କୁହାଯାଉଛି । ହେଲେ କେହି ମୃତାହତ ହୋଇ ନ ଥିବା ସୂଚନା ରହିଛି ।
ଏହି ବାଦଲ ଫଟା ବର୍ଷାରେ ଭୁଷୁଡି ଯାଇଥିବା ପାହାଡର ମାଟିପାଣି କାଦୁଅ ମଧ୍ୟରେ ଘର ବାହାରେ ଥିବା ଗାଡି ଗୁଡିକ ପୋତି ହୋଇଯାଇଥିବା କୁହାଯାଉଛି । ଏହାସହ ନିକଟରେ ଥିବା ମନ୍ଦିର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri