ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାରେ ରହିବ ମେଘୁଆ ପାଗ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗୁଳିଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଏହାରି ଭିତରେ ଶୁକ୍ରବାର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାଗୁଡିକରେ ଆକାଶ ମେଘାଚ୍ଛନ୍ନ ରହିବା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ, ଆଜି ପଶ୍ଚିମ-ଓଡ଼ିଶାର ୭ ଜିଲା ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା, ବୌଦ୍ଧ,ଝାରସୁଗୁଡା, ଏବଂ କଳାହାଣ୍ଡି ଜିଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର,୧୩।୫: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ…

ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ।…

ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ…

ପ୍ରଶ୍ନପତ୍ର ଲିକ୍‌ ପଛରେ ବଡ଼ ନେଟ୍‌ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…

ନୂଆଦିଲ୍ଲୀ,୧୩ା୫:ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍‌ରୁ ଡେରାଡୁନ୍‌ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ…

ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ…

କୋରାପୁଟ ବସ୍‌ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍‌ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍‌ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

୫ ପ୍ରକଳ୍ପ ଉଦ୍‌ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ

ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ୮ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri