କ୍ଲବ୍‌-୬୯

ସାଇବର କ୍ରାଇମ୍‌ ଏବେ ଏକ ବଡ଼ ସମସ୍ୟା ଭାବରେ ଉଭା ହୋଇଛି କହିଲେ ଆଦୌ ଭୁଲ ହେବ ନାହିଁ। ମୋବାଇଲ୍‌ରେ ଫେକ୍‌ କଲ୍‌ ମାଧ୍ୟମରେ ମିଠା ମିଠା କଥା କହି ଅନ୍ୟମାନଙ୍କୁ ଅସୁବିଧାରେ ପକାଇବା ଲାଗି କେତେକ ଗ୍ୟାଙ୍ଗ ବେଶ୍‌ ତତ୍ପର। ସେପରି ସମସ୍ୟାର ସମ୍ମୁଖୀନ ହୋଇ ଅସୁବିଧାର ସାମ୍‌ନା କରିଥିବା ବ୍ୟକ୍ତିବିଶେଷଙ୍କ ସଂଖ୍ୟା ମଧ୍ୟ କିଛି କମ୍‌ ନୁହେଁ। ଏପରି ସାମ୍ପ୍ରତିକ ଘଟଣାକୁ ନେଇ ପ୍ରସ୍ତୁତ ହୋଇଛି ଓ୍ବେବ୍‌ ସିରିଜ୍‌ ‘କ୍ଲବ୍‌-୬୯’। ଉକ୍ତ ସିରିଜ ମାଧ୍ୟମରେ ସମସ୍ତଙ୍କୁ ସାଇବର ଠକେଇ ବିଷୟରେ ସଚେତନ କରାଇବା ମୂଳ ଲକ୍ଷ୍ୟ ବୋଲି କହନ୍ତି ଏହାର ପ୍ରଯୋଜକ କୌଶିକ ଦାସ। କୌସ୍ତୁଭ ଡ୍ରିମଓ୍ବାର୍କସ ପ୍ରା.ଲି. ଏବଂ ଆଓ ଏନ୍‌ଏକ୍ସଟି ଓଟିଟି ବ୍ୟାନରରେ ଏହି ସିରିଜ ନିର୍ମାଣ କରାଯାଇଛି, ଯାହାର ସହ ପ୍ରଯୋଜକ ଅଛନ୍ତି ଡ୍ରାଗଲାଇନ୍‌ କ୍ରିଏଟିଭ୍‌ସ। ପ୍ରଦୀପ ଦାଶଙ୍କ ନିର୍ଦ୍ଦେଶନାର ଏହାର ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି ପିଙ୍କି ପ୍ରଧାନ, ଶ୍ରୁତ ଶୁଭଶ୍ରୀ, ଅମ୍ରିତା ମିଶ୍ର, ସୋନମ ଦାଶ, ଅଭିଷେକ ଗିରି ଏବଂ ଶୁଭ୍ରାଂଶୁ ନାୟକ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri