ସୁନ୍ଦରଗଡ ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୧୨: ରବିବାର ସୁନ୍ଦରଗଡ ଜିଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲାର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri