ପରୀକ୍ଷାର୍ଥୀଙ୍କ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ରେ ହୋମ୍‌ଗାର୍ଡ ପାଇଁ ହେଉଥିବା ଶାରିରୀକ ପରୀକ୍ଷା ବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତ ପରୀକ୍ଷାର୍ଥୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଉକ୍ତ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ହୋମଗାର୍ଡ ପରୀକ୍ଷା ବେଳେ ଦେବଗଡ଼ରେ ଏକ ଦୁଃଖଦ ଘଟଣା ଘଟିଛି। ଏହି ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ ବୁଡ଼ିଦୋ ଗ୍ରାମର ପ୍ରଦୀପ ଦେହୁରୀଙ୍କ ପୁଅ ସାହେବ(୧୯)। ବୁଧବାର ଦୌଡୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ ସାହେବ। ତାଙ୍କୁ ସଙ୍ଗେ ସଙ୍ଗେ ଦେବଗଡ଼ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗୁରୁବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri