ପରୀକ୍ଷାର୍ଥୀଙ୍କ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ରେ ହୋମ୍‌ଗାର୍ଡ ପାଇଁ ହେଉଥିବା ଶାରିରୀକ ପରୀକ୍ଷା ବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତ ପରୀକ୍ଷାର୍ଥୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଉକ୍ତ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ହୋମଗାର୍ଡ ପରୀକ୍ଷା ବେଳେ ଦେବଗଡ଼ରେ ଏକ ଦୁଃଖଦ ଘଟଣା ଘଟିଛି। ଏହି ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ ବୁଡ଼ିଦୋ ଗ୍ରାମର ପ୍ରଦୀପ ଦେହୁରୀଙ୍କ ପୁଅ ସାହେବ(୧୯)। ବୁଧବାର ଦୌଡୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ ସାହେବ। ତାଙ୍କୁ ସଙ୍ଗେ ସଙ୍ଗେ ଦେବଗଡ଼ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗୁରୁବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?