୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦: ଗଜପତି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଦେବାକୁ ଗଜପତି ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF)ରୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ମୃତକ ଦ୍ୱୟ ହେଲେ ବସ୍ତ୍ରୀଗୁଡ଼ାର ତ୍ରିନାଥ ନାୟକ ଓ ମେରିପଲ୍ଲୀର ଲକ୍ଷ୍ମଣ ନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri