Posted inଜାତୀୟ

ତୀର୍ଥଯାତ୍ରୀଙ୍କ ଉପରେ କାର୍‌ ମାଡିଯିବା ଘଟଣା: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ, ୨।୯: ଗୁଜୁରାଟର ଆରାଭାଲୀ ଜିଲାର ଅମ୍ବାଜୀରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ଜଣାପଡିଛି। ତେବେ ଏହି ଦୁର୍ଘଟଣାରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଦୁଃଖ ପ୍ରକାଶ ସହ ମୃତକଙ୍କ ପାଇଁ ୪ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ,ତୀର୍ଥଯାତ୍ରୀମାନେ ଅମ୍ବାଜୀ ମନ୍ଦିରକୁ ଚାଲିଚାଲି ଯାଉଥିଲେ। ସେହି ସମୟରେ କାର୍‌ଟି ସେମାନଙ୍କ ଉପରେ ମାଡିଯାଇଥିଲା। ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ଗୁରୁ-ଚନ୍ଦ୍ରଙ୍କ ଯୁତିରେ ଗଜକେଶରୀ ରାଜଯୋଗ: ଅଧିକ ଫାଇଦାରେ ରହିବେ ମୀନ ରାଶି; ଆଉ ୩ ରାଶିଙ୍କୁ ଚାକିରିରେ ମିଳିବ…

ଚନ୍ଦ୍ର ୪ ଅକ୍ଟୋବର ୨୦୨୬ ସଂଧ୍ୟା ୬ଟା ୩୧ ମିନିଟରେ କର୍କଟ ରାଶିରେ ପ୍ରବେଶ କରିବେ। ଏହି ରାଶିରେ ପୂର୍ୱରୁ ହିଁ ବୃହସ୍ପତି (ଗୁରୁ) ବିରାଜମାନ ଅଛନ୍ତି।…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?