Posted inଜାତୀୟ

ଉତ୍ତରପ୍ରଦେଶ, ଝାଡଖଣ୍ଡ ସମେତ ୬ରାଜ୍ୟରେ ନିର୍ବାଚନ ଲଢିବ ଏଏପି: କେଜରିୱାଲ

ନୂଆଦିଲ୍ଲୀ,୨୮ ।୧: ପାଖେଇ ଆସୁଛି କିଛି ରାଜ୍ୟର ନିର୍ବାଚନ ସମୟ । ଏହି କ୍ରମରେ ଗୁରୁବାର ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ପରିଷଦ ବୈଠକରେ ଏକ ବଡ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ ଅରବିନ୍ଦ କେଜରିୱାଲ ଘୋଷଣା କରିଛନ୍ତି କି ଆଗାମୀ ବର୍ଷ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ସମେତ ୬ ରାଜ୍ୟରେ ତାଙ୍କ ଦଳ ନିର୍ବାଚନ ଲଢିବ । ସେ ସ୍ପଷ୍ଟ କରିଛନ୍ତି କି ଏଏପି ଆଗାମୀ ବର୍ଷ ମଧ୍ୟରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ପଞ୍ଜାବ, ହିମାଚଳ ପ୍ରଦେଶ ଓ ଗୁଜରାଟରେ ନିର୍ବାଚନ ଲଢିବା ଲାଗି ପ୍ରସ୍ତୁତ ହେଉଛି । ସୂଚନାଯୋଗ୍ୟ, ରାଜଧାନୀ ଦିଲ୍ଲୀରେ ଶାସନ କ୍ଷମତାରେ ଥିବା ଏଏପି ଏବେ ସାରା ଦେଶରେ ନିଜ ଦଳର ପ୍ରାର୍ଥୀଙ୍କୁ ନେଇ ନିର୍ବାଚନ ଲଢିବାକୁ ଅଣ୍ଟା ଭିଡିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri