ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି ନାହିଁ ସେନେଇ ଆଲୋଚନା କରାଯିବ। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କୁ ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି। ପିଲାର କାର୍ଯ୍ୟଦକ୍ଷତା ଆଧାରରେ ମୂଲ୍ୟାଙ୍କନ କରାଯାଉ ବୋଲି ସେ କହିଛନ୍ତି। ଏଥିସହ ସେ କହିଛନ୍ତି, ଦ୍ୱାଦଶ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତିତ ଅଛନ୍ତି। ବିନା ଟିକାକରଣରେ ପରୀକ୍ଷା ନ ହେଉ ବୋଲି ଅଭିଭାବକ ଚାହୁଁଛନ୍ତି। ତେଣୁ କେଜରିଓ୍ବାଲ ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ରସରକାରଙ୍କୁ ନିବେଦନ କରିଛନ୍ତି। ଏଥିସହ ଗତବର୍ଷ ପରୀକ୍ଷାରେ ପିଲାର ଦକ୍ଷତା ଆଧାରରେ ମୂଲ୍ୟାଙ୍କନ କରାଯାଉ ବୋଲି କେଜରିଓ୍ବାଲ କେନ୍ଦ୍ରକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଜଙ୍ଗଲରେ କଙ୍ଗାରୁ! ପାଟ୍ରୋଲିଂ ବେଳେ ଗୁରୁତର ଅବସ୍ଥାରେ ୨ ଉଦ୍ଧାର

ଜଲପାଇଗୁଡ଼ି,୨।୪: ପଶ୍ଚିମବଙ୍ଗର ଜଲପାଇଗୁଡ଼ି ନିକଟରେ ଥିବା ଜଙ୍ଗଲରୁ ୩ଟି କଙ୍ଗାରୁ ଉଦ୍ଧାର ହୋଇଛନ୍ତି। ପ୍ରଥମେ ଗାଜୋଲଡୋବା ଜଙ୍ଗଲରୁ ଶୁକ୍ରବାର ରାତିରେ ୨ଟି ଆହତ କଙ୍ଗାରୁଙ୍କୁ ଉଦ୍ଧାର...

ଆସିପାରେ କରୋନା ବଜେଟ

ନୂଆଦିଲ୍ଲୀ,୨୦ ।୪: କରୋନା ବିରୋଧୀ ଲଢ଼େଇରେ ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। କ୍ଷତିଗ୍ରସ୍ତ ହୋଇଥିବା ଶିଳ୍ପଜଗତ...

ମାମୁଘରକୁ ଯାଇ ନବବିବାହିତା ମାଇଁଙ୍କୁ ପ୍ରେମ ଜାଲରେ ଫସାଇଲେ ଭଣଜା, ଘରୁ ପଳାଇ କଲେ ବିବାହ; ଭାଇରାଲ ହେଉଛି…

ଜାମୁଇ: କଥାରେ ଅଛି ପ୍ରେମ ଅନ୍ଧ। କାରଣ ପ୍ରେମରେ ପଡ଼ିବା ବ୍ୟକ୍ତି ସମ୍ପର୍କ କିମ୍ବା ସମାଜ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ବିହାରର ଜାମୁଇରେ ଏପରି...

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...

ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା...

କରୋନା ଆକ୍ରାନ୍ତଙ୍କୁ ୭ ଦିନ ଛୁଟି: କଟିବନି ଦରମା

ଲକ୍ଷ୍ନୌ,୧୧।୧: ଉତ୍ତରପ୍ରଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଯୋଗୀ ସରକାର ଏକ ନୂତନ କରୋନା ଗାଇଡଲାଇନ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱାରା...

ଉଜ୍ୱଳା ଯୋଜନାରେ ମିଳିବ ୨୦୦ ଟଙ୍କା ସବସିଡି , ୯ କୋଟି ହିତାଧିକାରୀ ହେବେ ଉପକୃତ…

ନୂଆଦିଲ୍ଲୀ, ୨୧।୫ : ଗ୍ୟାସ୍‌ ସିଲିଣ୍ଡର ପେଟ୍ରୋଲ ଏବଂ ଡିଜେଲର ବଢୁଥିବା ଦାମ ନେଇ ଦେଶର ଲୋକେ ହଇରାଣ ହେଉଥିବାବେଳେ କେନ୍ଦ୍ର ସରକାର ଶନିବାର ଏକ...

ମେଜର ଧ୍ୟାନଚାନ୍ଦଙ୍କ ନାମରେ ନାମିତ ହେବ ଖେଳରତ୍ନ ପୁରସ୍କାର: ମୋଦି

ନୂଆଦିଲ୍ଲୀ,୬।୮: ଭାରତର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନକୁ ଏବେ ମେଜର ଧ୍ୟାନଚାନ୍ଦଙ୍କ ନାମରେ ନାମିତ କରାଯିବ। ଏନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week