ସିବିଏସ୍‌ଇ ପରୀକ୍ଷା ବାତିଲ କରିବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି ମହାମାରୀ ଯୋଗୁ ପୁଣି ଥରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଅଣାୟତ ହେଉଥିବା ବେଳେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିବାରେ ଲାଗିଛି। ମଙ୍ଗଳବାର ଦିଲ୍ଲୀରେ ୧୩ହଜାର ୫ଶହ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସିବିଏସ୍‌ଇ ପରୀକ୍ଷା ବାତିଲ କରିବା ପାଇଁ କେନ୍ଦ୍ରସରକାରଙ୍କୁ ଦାବି କରିଛନ୍ତି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ବହୁ ଭୟାବହ ହୋଇଥିବା ବେଳେ ଏହା ଯୁବଗୋଷ୍ଠୀ ଓ ପିଲାଙ୍କୁ ବହୁମାତ୍ରାରେ ସଂକ୍ରମିତ କରୁଛି। ସିବିଏସ୍‌ଇ ପରୀକ୍ଷା ଆୟୋଜିତ ହେଲେ ଏଥିରେ ୬ଲକ୍ଷ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଥିବା ବେଳେ ଏଥିରେ ୧ଲକ୍ଷ ଶିକ୍ଷୟତ୍ରୀ ଶିକ୍ଷକ ସାମିଲ ହେବେ। ଯାହା ସବୁଠାରୁ ବିପଦଜନ୍ନକ ଏବଂ ଏହି ପରୀକ୍ଷା ଯୋଗୁ କରୋନା ଦ୍ରୁତଗତିରେ ବ୍ୟାପିପାରେ। ତେଣୁ ଏହି ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରସରକାରଙ୍କ ନିକଟରେ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?