Posted inଜାତୀୟ

କେଜରିୱାଲଙ୍କ ନିର୍ଦ୍ଦେଶ, ସିଧା ଏଲଜିଙ୍କଠାରୁ ଆଦେଶ ନେବା ବନ୍ଦ କରନ୍ତୁ ଅଧିକାରୀ

ନୂଆଦିଲ୍ଲୀ,୨୪ ।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କ ମଧ୍ୟରେ ତୁତୁମେମେ ବଢିବାରେ ଲାଗିଛି । କେଜରିୱାଲ ସରକାରଙ୍କ ମନ୍ତ୍ରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି କି ଏଲଜି ସାକ୍ସେନାଙ୍କଠାରୁ ଆଦେଶ ନେବା ବନ୍ଦ କରାଯାଉ । ସମସ୍ତ ମନ୍ତ୍ରୀ ନିଜ ନିଜ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ଟ୍ରାଞ୍ଜାକଶନ ଅଫ ବିଜନେସ ରୁଲ୍ସ(ଟିବିଆର)ର କଡା ପାଳନ କରାଯାଉ । ସଚିବଙ୍କୁ କୁହାଯାଇଛି କି ଏଲଜି ସାକ୍ସେନାଙ୍କଠାରୁ ମିଳୁଥିବା କୌଣସି ବି ଆଦେଶକୁ ନେଇ ମନ୍ତ୍ରୀଙ୍କୁ ରିପୋର୍ଟ କରାଯାଉ ।

ଏହାପଛରେ କେଜରିୱାଲ ସରକାରଙ୍କ ମନ୍ତ୍ରୀ କହିଛନ୍ତି, ଉପରାଜ୍ୟପାଳ ସାକ୍ସେନାଙ୍କ ଏଭଳି ଅସାମ୍ବିଧାନିକ ସିଧା ଆଦେଶକୁ ଲାଗୁ କରିବା ନିୟମ ୫୭ର ଉଲ୍ଲଂଘନ । ଏହାସହ ଏଲଜିଙ୍କ ପକ୍ଷରୁ ଦିଆଯାଇଥିବା କୌଣସି ବି ଆଦେଶ ସମ୍ବିଧାନ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବିକ ବି ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri