Posted inଜାତୀୟ

ରାଜସ୍ଥାନ କଂଗ୍ରେସର କଳହକୁ ନେଇ କେଜରିୱାଲ କହିଲେ, ‘ସେ ତାଙ୍କ ଘର ସମ୍ଭାଳିପାରୁ ନାହାନ୍ତି’

ନୂଆଦିଲ୍ଲୀ,୨୬ ।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ବଦଳିବାକୁ ନେଇ ଅଶୋକ ଗେହଲଟ ଓ ସଚ୍ଚିନ ପାଇଲଟଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜୁଛି । ଗେହଲଟଙ୍କୁ ସମର୍ଥନ କରୁଥିବା ସମସ୍ତ ବିଧାୟକ ରବିବାର ସ୍ପିକରଙ୍କୁ ସେମାନଙ୍କର ସାମୁହିକ ଇସ୍ତଫା ପ୍ରଦାନ କରିଛନ୍ତି । ଏମାନେ ପ୍ରାୟ ୯୨ ଜଣ ସଦସ୍ୟ ରହିଛନ୍ତି । ଏହି ରାଜନୈତିକ ସଙ୍କଟ ମଧ୍ୟରେ ଅନ୍ୟ ଦଳମାନେ ଟିପ୍ପଣି କରିବା ଆରମ୍ଭ କରିଛନ୍ତି ।
ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ରାଜସ୍ଥାନ ଘଟଣାକ୍ରମକୁ ନେଇ କହିଛନ୍ତି କଂଗ୍ରେସ ସେଠାରେ ନିଜ ଘର ସମ୍ଭାଳି ପାରୁ ନାହିଁ । ସେ କହିଛନ୍ତି କଂଗ୍ରେସ ଓ ଭାଜପା ଯୋଡିବା ଭାଙ୍ଗିବା ରାଜନୀତି କରୁଛନ୍ତି । ସେମାନେ ଓଲଟା କହୁଛନ୍ତି କେଜରିୱାଲ ମାଗଣା ଦେବା ବନ୍ଦ କର । ଆଜି ସାରା ଦେଶରେ ଆମ ଆଦମୀ ପାର୍ଟି(ଏଏପି) ଉପରେ ଭରସା ରହିଛି । ଆମକୁ ରାଜନୀତି ଆସେନାହିଁ । ଆମେ ଜନତାଙ୍କ ପାଇଁ କାମ କରୁଛୁ । ସ୍କୁଲ-ହସ୍ପିଟାଲ ଗଢୁଛୁ । ସେହି କାମ କରୁଛୁ ଯାହା ଜନତାଙ୍କର ଆବଶ୍ୟକ । ଜନତାଙ୍କୁ ଭାଙ୍ଗିବା ଯୋଡିବା ରାଜନୀତି ପସନ୍ଦ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

The Kerala Story 2 Release: ଫିଲ୍ମ ଉପରେ ଥିବା ସ୍ଥଗିତାଦେଶ ଉଠାଇଲେ କେରଳ ହାଇକୋର୍ଟର ଡିଭିଜନ ବେଞ୍ଚ

ମୁମ୍ବାଇ,୨୭।୨: ଶୁକ୍ରବାର କେରଳ ହାଇକୋର୍ଟ ‘ଦି କେରଳ ଷ୍ଟୋରି 2’ ଚଳଚ୍ଚିତ୍ରର ନିର୍ମାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ କେରଳ ହାଇକୋର୍ଟର ଏକକ ବିଚାରପତି…

ଏହି ୩ ରାଶିଙ୍କ ପାଇଁ ମାର୍ଚ୍ଚ ମାସ ଅତ୍ୟନ୍ତ ଭାଗ୍ୟଶାଳୀ, ଖୋଲିଯବ ଉନ୍ନତିର ରାସ୍ତା

ବର୍ଷର ଦ୍ୱିତୀୟ ମାସ ଫେବୃଆରୀ ଶେଷ ହେବ। ବର୍ଷର ତୃତୀୟ ମାସ ଅର୍ଥାତ୍‌ ମାର୍ଚ୍ଚର ଆଗମନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ମାସ ବହୁତ ସ୍ବତନ୍ତ୍ର ହେବାକୁ…

ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ

ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri