Posted inଜାତୀୟ

ବହୁତ ହେଲା ଘୃଣ୍ୟ ରାଜନୀତି, ଗୋଆ ଏବେ ପରିବର୍ତ୍ତନ ଚାହେଁ: କେଜରିୱାଲ

ନୂଆଦିଲ୍ଲୀ,୧୨ ।୭: ଆସନ୍ତା ବର୍ଷ ଅର୍ଥାତ୍ ୨୦୨୨ ମସିହାରେ ଗୋଆରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏହାକୁ ନେଇ ଏବେଠାରୁ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଏଥର ଆମ ଆଦମୀ ପାର୍ଟି(ଏଏପି) ଗୋଆରେ ନିର୍ବାଚନ ଲଢିବାକୁ ପସ୍ତୁତ ହେଲାଣି । ମଙ୍ଗଳବାର ଦଳର ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୋଆ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ସୋମବାର ସେ କହିଛନ୍ତି ଉପକୂଳ ରାଜ୍ୟ ଗୋଆର ଘୃଣ୍ୟ ରାଜନୀତି ବହୁତ ହେଲାଣି ଏବେ ଗୋଆ ପରିବର୍ତ୍ତନ ଚାହେଁ । ବିକାଶ ଚାହେଁ । ସେଠାରେ ସବୁକିଛି ଅଛି ହେଲେ କେହି ବିଶ୍ୱସ୍ତ ନେତା ନାହାଁନ୍ତି । ହେଲେ ଭବିଷ୍ୟତରେ ଏଏପି ଏହାକୁ କରି ଦେଖାଇବ ବୋଲି କେଜରିୱାଲ କହିଛନ୍ତି । ଟୁଇଟର ମାଧ୍ୟମରେ କେଜରିୱାଲ ଗୋଆ ବିଧାନସଭାରେ ଏଏପି ଲଢିବାକୁ ପ୍ରସ୍ତୁତ ହେଉଥିବା କଥା ପରୋକ୍ଷ ଭାବେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri