Posted inଜାତୀୟ

ମଙ୍ଗଳବାର ସୁନ୍ଦରକାଣ୍ଡ ପାଠ କରିବେ କେଜ୍‌ରିଓ୍ବାଲ, ସୋସିଆଲ ମିଡିଆରେ ଦେଲେ ସୂଚନା

ନୂଆଦିଲ୍ଲୀ,୧୫।୧: ଦିଲ୍ଲୀରେ କ୍ଷମତାରେ ଥିବା ଆମ ଆଦମୀ ପାର୍ଟି ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ସୁନ୍ଦରକାଣ୍ଡ ପାଠ କରିବାକୁ ନିଷ୍ପତ୍ତି ନେଇଛି। ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଏଏପି ଏହି ଘୋଷଣା କରିଛି। ଏହି ସମୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି , ସେ ତାଙ୍କ ପତ୍ନୀଙ୍କ ସହ ମଙ୍ଗଳବାର (ଜାନୁଆରୀ ୧୬) ରୋହିଣୀ ମନ୍ଦିରରେ ସୁନ୍ଦରକାଣ୍ଡ ପାଠ କରିବେ।

ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ସମସ୍ତଙ୍କର ସୁଖ, ଶାନ୍ତି ପାଇଁ ମଙ୍ଗଳବାର ଆମ ଆଦମୀ ପାର୍ଟି ଦିଲ୍ଲୀରେ ଅନେକ ସ୍ଥାନରେ ସୁନ୍ଦରକାଣ୍ଡ ପାଠ କରିବ। ମୁଁ ମୋ ଧର୍ମପତ୍ନୀଙ୍କ ସହ ଅପରାହ୍ନ ୩ ଟାରେ ରୋହିଣୀ ମନ୍ଦିରରେ ସମସ୍ତ ଭକ୍ତଙ୍କ ସହିତ ସୁନ୍ଦରକାଣ୍ଡ ପାଠ କରିବି। ଆପଣ ସମସ୍ତଙ୍କ ନିଜ ସୁବିଧା ଅନୁଯାୟୀ ଆପଣଙ୍କ ନିଜ ଘର ନିକଟରେ ହେବାକୁ ଥିବା ପାଠରେ ନିମନ୍ତ୍ରଣ ରହିଲା। ଏହାପୂର୍ବରୁ ଏଏପି ନେତା ସୌରଭ ଭରଦ୍ୱାଜ ସୋମବାର କହିଛନ୍ତି , ତାଙ୍କ ଦଳ ମଙ୍ଗଳବାର ଦିଲ୍ଲୀର ସମସ୍ତ ୭୦ ବିଧାନସଭା ନିର୍ବାଚନମଣ୍ଡଳୀରେ ସୁନ୍ଦରକାଣ୍ଡ ପାଠ କାର୍ଯ୍ୟକ୍ରମ ଆୟୋଜନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri