Posted inଜାତୀୟ

ମୁଖ୍ୟମନ୍ତ୍ରୀ ଗେହଲଟ ଗ୍ରହଣ କଲେ ୩ ମନ୍ତ୍ରୀଙ୍କ ଇସ୍ତଫା ପତ୍ର, ଗୋଟିଏ ଦିନ ପରେ ଶପଥଗ୍ରହଣ

ଜୟପୁର,୨୦ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାରର ୩ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ମିଳିଥିବା ସଦ୍ୟ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଗେହଲଟ ଏମାନଙ୍କ ଇସ୍ତଫା ପତ୍ର ଗହଣ କରି ନେଇଛନ୍ତି । ଇସ୍ତଫା ଦେଇଥିବା ମନ୍ତ୍ରୀଙ୍କ ମଧ୍ୟରେ ରହିଛନ୍ତି ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂ ଡେଟାସା, ରାଜସ୍ୱ ମନ୍ତ୍ରୀ ହରିଶ ଚୌଧୁରୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ରଘୁ ଶର୍ମା । ସୂଚନାଯୋଗ୍ୟ, ଶୁକ୍ରବାର ଏହି ୩ ମନ୍ତ୍ରୀ ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି ଇସ୍ତଫା ଦେବା କଥା ଉଠାଇଥିଲେ । ଏମାନେ ଜଣେ ବ୍ୟକ୍ତି ଜଣେ ପଦ ସିଦ୍ଧାନ୍ତକୁ ନେଇ ଇସ୍ତଫା ଦେଇଥିବା କହିଛନ୍ତି । ସମାଚାର ଏଜେନ୍ସି ଏଏନ୍‌ଆଇର ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ୪ଟାରେ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିବେ । ଇତିମଧ୍ୟରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଘରେ କଂଗ୍ରେସର ବରିଷ୍ଠ ନେତା ଅଜୟ ମାକନ ଓ ଅଶୋକ ଗେହଲଟଙ୍କ ମଧ୍ୟରେ ଚର୍ଚ୍ଚା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri