Posted inଜାତୀୟ

ରାଜସ୍ଥାନରେ ସରକାର ଭାଙ୍ଗିବାକୁ ଯୋଜନା କରୁଛି ଭାଜପା: ଗେହଲଟ

ଜୟପୁର,୫ ।୧୨: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସଦ୍ୟ ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ଗେହଲଟ କହିଛନ୍ତି ରାଜସ୍ଥାନରେ ସରକାର ଭାଙ୍ଗିବାକୁ ପୁଣିଥରେ ଖେଳ ଆରମ୍ଭ ହୋଇଗଲାଣି ଏହାକୁ ନେଇ ଚର୍ଚ୍ଚାବି ହେଲାଣି । ଅଜୟ ମାକେନ ଏହାର ସାକ୍ଷୀ ବି ରହିଛନ୍ତି । ଯେତେବେଳେ ପୂର୍ବରୁ ସେ ୩୪ ଦିନ ହୋଟେଲରେ ଆମ ବିଧାୟକ(କଂଗ୍ରେସ)ଙ୍କ ସହ ରହିଥିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଆମ ବିଧାୟକ କଥା ହୋଇଥିଲେ । ସେଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଉପସ୍ଥିତ ଥିଲେ । ଆଉ ଆମ ବିଧାୟକଙ୍କ ସହ ପାଖାପାଖି ୧ ଘଣ୍ଟା କଥା ହୋଇଥିଲେ । ଏହାପରେ ଆମ ବିଧାୟକମାନେ କହିଥିଲେ , ଲଜ୍ୟା ଲାଗୁଛି ସ୍ୱରାଷ୍ଟ୍ରମନ୍ତ୍ରୀଙ୍କ ଉପରେ ସେ କହୁଛନ୍ତି ୫ଟି ସରକାର ଭାଙ୍ଗି ସାରିଛନ୍ତି ୬ ନମ୍ବରକୁ ବି ଭାଙ୍ଗି ଦେବୁ । ଗେହଲଟ ଆହୁରି ମଧ୍ୟ କହିଛନ୍ତି ଅଜୟ ମାକନ, ରଣଦୀପ ସୁରଜେୱାଲା, ଅବିନାଶ ପାଣ୍ଡେ ଜୟପୁରରେ ବୈଠକ କରିବା ପରେ ଆମର ବହିସ୍କୃତ ନେତାଙ୍କୁ ବାହାର କରିଦେବା କଥା କହିବାରୁ ସରକାର ବଞ୍ଚି ଯାଇଥିଲା । ଅନ୍ୟପଟେ ରାଜସ୍ଥାନବାସୀ ବି ଚାହୁଁଥିଲେ ସରକାର ନ ଭାଙ୍ଗୁ । ହେଲେ ଆମ ବିଧାୟକଙ୍କୁ ଫୋନ କରି କୁହାଯାଉଥିଲା ୨ ମାସ ଲାଗୁପଛେ ଆମେ କିନ୍ତୁ ସରକାର ଭାଙ୍ଗି ଦେବୁ ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri