Posted inଜାତୀୟ

ରାହୁଲ ଗାନ୍ଧୀ ହିଁ ପ୍ରଧାନମନ୍ତ୍ରୀ ଚେହେରା ବୋଲି କହିଲେ ଗେହଲଟ

ଜୟପୁର, ୫।୮: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ସେ କେବଳ ରାଜସ୍ଥାନରେ ରାଜନୀତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କ ପାଇଁ ଦଳର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ହିଁ ପ୍ରଧାନମନ୍ତ୍ରୀ ପଦର ଚେହେରା। ତଥାପି ଏ ବାବଦରେ ହାଇକମାଣ୍ଡ ନିଷ୍ପତ୍ତି ନେବେ। ଏହା ସହିତ ଗେହଲଟ କହିଛନ୍ତି ଯେ, ଚଳିତ ବର୍ଷ ଶେଷରେ ହେବାକୁ ଥିବା ରାଜସ୍ଥାନ ବିଧାନସଭା ନିର୍ବାଚନ ୨୦୨୩ରେ ସେ ତାଙ୍କର କାର୍ଯ୍ୟ ଏବଂ ଶାସନ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟକୁ ଯିବେ। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗଣମାଧ୍ୟମ ସହ ବାର୍ତ୍ତାଳାପରେ ଗେହଲଟ ଏହା କହିଛନ୍ତି। ଗେହଲଟ କହିଛନ୍ତି, ମୁଁ ନିଷ୍ପତ୍ତି ନେଇଛି ଯେ ମୁଁ କେବଳ ରାଜସ୍ଥାନରେ ରାଜନୀତି କରିବି ଏବଂ ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ମୁଁ ରାଜସ୍ଥାନର ସେବା କରିବାକୁ ନିଷ୍ପତ୍ତି ନେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri