Posted inଜାତୀୟ

ପଞ୍ଜାବ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ସରକାରୀ ଚାକିରିକୁ ନେଇ ନିଆଗଲା ବଡ ନିଷ୍ପତ୍ତି

ଚଣ୍ଡିଗଡ଼,୧୯ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଏକତରଫା ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିଛି । ଭଗୱନ୍ତ ମାନ ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ବେଳେ ଗତ ୧୬ ତାରିଖରେ ସେ ଶପଥ ଗ୍ରହଣ କରିଛନ୍ତି । ଏହାପରେ ଶନିବାର ପଞ୍ଜାବ ବିଧାନସଭା କ୍ୟାବିନେଟର ୧୦ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏହାପରେ ଶନିବାର ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଅଧ୍ୟକ୍ଷତାରେ ପ୍ରଥମ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଏଏପି ଦେଇଥିବା ତା’ର ପ୍ରଥମ ପ୍ରତିଶ୍ରୁତି ପାଳନ କରିଛି । ଏହି କ୍ୟାବିନେଟ ବୈଠକରେ ସରକାରୀ ଚାକିରିକୁ ନେଇ ଏକ ବଡ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ମାସକ ମଧ୍ୟରେ ପଞ୍ଜାବରେ ୨୫ ହଜାର ସରକାରୀ ଚାକିରି ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ । ପୋଲିସ ବିଭାଗରେ ୧୦ ହଜାର ନିଯୁକ୍ତି ଦିଆଯିବା ସହ ଅନ୍ୟ ବିଭାଗରେ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ ବୋଲି ପ୍ରଥମ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri