Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ପିତା ଗିରଫ

ରାୟପୁର,୭।୯: ବ୍ରାହ୍ମଣଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କ ପିତା ନନ୍ଦ କୁମାର ବାଘେଲଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ତାଙ୍କୁ ଦିଲ୍ଲୀରୁ ରାୟପୁର ପୋଲିସ ଗିରଫ କରାଯାଇଥିବା ସୂଚନା ମିଳିଛି। ଏହାପରେ ତାଙ୍କୁ ରାୟପୁର ଅଣାଯାଇଛି କୋର୍ଟରେ ହାଜର କରାଯାଉଛି। ସୂଚନାଯୋଗ୍ୟ, ନନ୍ଦ କୁମାର ବ୍ରାହ୍ମଣଙ୍କୁ ବିଦେଶୀ କହିଥିଲେ। ଏହାପରେ ପରେ ତାଙ୍କ ବିରୋଧରେ ରାୟପୁରର ଡିଡି ନାଗର ପୋଲିସ ଷ୍ଟେଶନରେ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଏଫଆଇଆର୍‌ ପଞ୍ଜୀକୃତ ହେବା ପରେ ତାଙ୍କ ଗିରଫଦାରୀ ହେବ ବୋଲି କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨...

ନରେନ୍ଦ୍ର ମୋଦି ପ୍ରକୃତରେ ସରେଣ୍ଡର ମୋଦି: ରାହୁଲ

ନୂଆଦିଲ୍ଲୀ,୨୧।୬: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରତିଥର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଲଦ୍ଦାଖର ଏଲ୍‌ଏସିରେ ୨୦ ଭାରତୀୟ...

ଅକ୍ସିଜେନ୍‌ ହାହାକାର

ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍‌ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି।...

ପିଓକେ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩-୯(ପି.ଟି./ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)କୁ ଭାରତକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି।...

ଲୋକ ସଭା ଟିକେଟ ପାଇଁ ନେଇଥିଲେ ୫ କୋଟି

ପାଟନା, ୨୦।୯: ୨୦୧୯ ଲୋକ ସଭା ନିର୍ବାଚନ ବେଳେ ଆର୍‌ଜେଡି ନେତା ଗୋଟିଏ ଟିକେଟ ପାଇଁ ୫ କୋଟି ଟଙ୍କା ନେଇଥିଲେ। ଏନେଇ ତେଜସ୍ବୀ ଯାଦବ,...

୩ମାସରେ ୮୩୦୦କୋଟି ଟଙ୍କା ଋଣ ପରିଶୋଧ କରିବ ବେଦାନ୍ତ, କମ୍ପାନୀର ରେଟିଂ ହ୍ରାସ କଲା ମୁଡିଜ

ନୂଆଦିଲ୍ଲୀ,୨୭।୯: ଉଦ୍ୟୋଗପତି ଅନିଲ ଅଗ୍ରୱାଲଙ୍କ କମ୍ପାନୀ ବେଦାନ୍ତର ସମସ୍ୟା ବଢିବାରେ ଲାଗିଛି। କମ୍ପାନୀ କରଜରେ ବୁଡି ରହିଛି। ବର୍ତ୍ତମାନ ମୁଡି ଇନଭେଷ୍ଟର୍ସ ସର୍ଭିସେସ କମ୍ପାନୀର କ୍ରେଡିଟ...

ପରାଜୟ ପରେ କାନ୍ଦିଲେ ପଙ୍କଜା

ମୁମ୍ବାଇ,୨୫-୧୦:ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ଭାଜପା ପ୍ରାର୍ଥୀ ପଙ୍କଜା ମୁଣ୍ଡେ ବିଧାନସଭା ନିର୍ବାଚନରେ ହାରିଯିବା ପରେ କାନ୍ଦି ପକାଇଥିଲେ। ପାର୍ଲି ଆସନରୁ ନିର୍ବାଚନ ଲଢ଼ୁଥିବା ପଙ୍କଜାଙ୍କ...

ଲକ୍ଷ୍ନୌରେ ପହଞ୍ଚିଲେ ମୋଦି

ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ...

Advertisement
Archives

Model This Week