ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ ରହିବା ସହ ରାଜ୍ୟର ସବୁ ଜିଲାର ଏସ୍‌ପି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉକ୍ତ ବୈଠକରେ ଯୋଡ଼ି ହୋଇରହିବେ।

ମୁଖ୍ୟମନ୍ତ୍ରୀ ବିଗତ ଦିନରେ ବିଭିନ୍ନ ବିଭାଗକୁ ପ୍ରଦାନ କରିଥିବା ବ୍ୟକ୍ତିଗତ ନୋଟ୍‌ଶିଟ୍‌ର କାର୍ଯ୍ୟକାରିତା କେତେଦୂର ହୋଇଛି ସେନେଇ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିବେ। ଶେଷରେ ଆଇନ ବିଭାଗ ପକ୍ଷରୁ ପୁରୁଣା ମାମଲାର ଉଚ୍ଛେଦ ଲାଗି ‘ସମାଧାନ ସମାରୋହ’ ଶୀର୍ଷକ ଏକ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ଯୋଜନା ଓ ସଂଯୋଜନ ବିଭାଗ ଅତିରିକ୍ତ ସଚିବ ଶୁଭଶ୍ରୀ ନନ୍ଦଙ୍କ ପତ୍ରରୁ ଜଣାପଡ଼ିଛି।

ସେହିପରି ରାଜ୍ୟରେ ଚଳିତ ଆର୍ଥିକ ବର୍ଷ(୨୦୨୬-୨୭)ରେ ଅଦ୍ୟାବଧି କେତେଟଙ୍କା ଖର୍ଚ୍ଚ ହେଲାଣି ଏବଂ ଏହି ସମୟ ମଧ୍ୟରେ କେତେ ରାଜସ୍ବ ଆଦାୟ ହୋଇଛି ସେନେଇ  ସଚିବସ୍ତରୀୟ ବୈଠକରେ ସମୀକ୍ଷା କରାଯିବ। ଖାରବେଳ ଭବନର ୮ମ ମହଲାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସଚିବସ୍ତରୀୟ ବୈଠକରେ ୪ଟି ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ। ପ୍ରଥମେ ସରକାରଙ୍କ ରାଜସ୍ବ ଆୟ ଏବଂ ବ୍ୟୟର ହିସାବ ନିଆଯିବ। ଏହାପରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପାନୀୟଜଳର ସୁପରିଚାଳନା ଲାଗି ପୂର୍ବ କ୍ୟାବିନେଟ୍‌ରେ ଆସିଥିବା ନୂତନ ପ୍ରସ୍ତାବର କାର୍ଯ୍ୟକାରିତା ଉପରେ ଆଲୋଚନା କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri