ହେମାନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି , ‘ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ରାଜ୍ୟର ପ୍ରଗତି ଏବଂ ଲୋକଙ୍କ ଉନ୍ନତି ଦିଗରେ ସେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି’।

 


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସି ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଛତ୍ରପୁର,୬ା୧୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସିର ଉପାଧ୍ୟକ୍ଷା ଟି.ବବିତା କୁମାରୀଙ୍କ ବିରୋଧରେ ଉକ୍ତ ଏନ୍‌ଏସିର ୧୧ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଗଞ୍ଜାମ...

ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍‌ପିଙ୍କ ବୟାନ…

ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ...

ମୋବାଇଲ ନେଟୱାର୍କ ପାଇଁ ଆନ୍ଦୋଳନ: ୮ ଘଣ୍ଟା ପରେ ଓହରିଲେ , ୩ ଦିନ ଭିତରେ…

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମରେ ଏକାଧିକ ପଞ୍ଚାୟତବାସୀ ଏକାଠି ହୋଇ ଦାରିଙ୍ଗବାଡି ମୋହନାକୁ ସଂଯୋଗ କରୁଥିବା...

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର...

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି...

ଭାଜପାରେ ସାମିଲ ହେଲେ ସୁନନ୍ଦା ଦାସ

ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ...

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଆମ୍ବ ଟାକୁଆ ଯାଉ ଘଟଣାପରେ ପ୍ରଶାସନର ତତ୍ପରତା: ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର: ଏଣିକି ଚାଷ ପାଇଁ ମିଳିବ ଋଣ 

ଦାରିଙ୍ଗବାଡି, ୬।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମାଣ୍ଡିପଙ୍କା ଗସ୍ତପରେ ଉକ୍ତ ଅଞ୍ଚଳର ଚିତ୍ର ବଦଳିବା ନେଇ ଲୋକଙ୍କ ମଧ୍ୟରେ ଆଶାସଞ୍ଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri