Posted inଜାତୀୟ

କାନ୍ଦିଲେ ମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୯।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏବେ ସୋସିଆଲ୍‌ ମିଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁର ସନି ବେଶ୍‌ ଭାଇରାଲ ହେବାରେ ଲାଗିଛି। କିଛି ଦିନ ତଳେ ସନିର ମୃତ୍ୟୁ ଘଟିଥିଲା। କୁକୁରର ମୃତଦେହକୁ ବୋମାଇଙ୍କର ସ୍ତ୍ରୀ, ଝିଅ ଏବଂ ପୁଅ ଜାବୁଡ଼ି ଧରି କାନ୍ଦିଥିଲେ। ବୋମାଇ ମଧ୍ୟ ନିଜେ କୋହ ସମ୍ବରଣ କରି ପାରି ନ ଥିଲେ। ବୋମାଇ ଟୁଇଟ୍‌ କରି କୁକୁର ସନି ସମ୍ପର୍କରେ ଆବେଗପୂର୍ଣ୍ଣ ବାର୍ତ୍ତା ଲେଖିଥିଲେ। ଏବେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏସବୁ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri