ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ

ବମ୍ବେ: ନିକଟରେ ବଲିଉଡ୍‌ର ଦବଙ୍ଗ ଖାନ୍‌ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଲାଗି ପଡ଼ିଥିଲା। ଶେଷରେ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ପଚରାଉଚରା କରାଯାଉଥିବା ବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ବାନ୍ଦ୍ରା ସ୍ଥିତ ବାସଭାବନରେ ସଲମାନଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ସଲମାନଙ୍କ ବାପା ସଲିମ ଖାନ ଏବଂ ଅନ୍ୟ ପରିବାର ବର୍ଗଙ୍କ ସହ ଆଲୋଚନା କରିଛନ୍ତି।

ek nath shinde

ସଲମାନ ଓ ତାଙ୍କ ପରିବାରର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି ସେ କହିଛନ୍ତି। ମହାରାଷ୍ଟ୍ର ସରକାର ସଲମାନ ଓ ତାଙ୍କ ପରିବାର ସହ ରହିଛନ୍ତି ଏବଂ ସଲମାନଙ୍କ ସୁରକ୍ଷା ରାଜ୍ୟ ସରକାରଙ୍କ ଦାୟିତ୍ୱ ହୋଇଥିବା ଶିନ୍ଦେ କହିଛନ୍ତି। ଘଟଣାର ଷଡ଼ଯନ୍ତ୍ରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସଲମାନଙ୍କ ପରିବାରକୁ ସେ ଆଶ୍ୱସନା ଦେଇଛନ୍ତି।

salman khan

ତେବେ ଶିନ୍ଦେଙ୍କ ଗାଡ଼ି ପୋଲିସ କର୍ଡନ ସହ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ନଜର ଆସିଥିଲା। ଏହାର ଅନେକେ ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାରାହ ଖାନ୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ

ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍‌। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା...

ଐଶ୍ୱର୍ଯ୍ୟାଙ୍କୁ ସରପ୍ରାଇଜ୍‌ ଦେଲେ ଅଭିଷେକ! ବିବାହ ବିଚ୍ଛେଦ ଖବର ଭିତରେ ଆସିଲା ନୂଆ ଟ୍ବିଷ୍ଟ

ମୁମ୍ବାଇ: ବଲିଉଡ ଅଭିନେତା ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟଙ୍କ ବିବାହ ହେବାର ୧୭ ବର୍ଷ ବିତିଗଲାଣି। ହେଲେ ଏବେ ବିବାହ ବିଚ୍ଛେଦ ନେଇ ଚର୍ଚ୍ଚା ଲାଗି ରହିଛି।...

ଅଡୁଆରେ କଙ୍ଗନା, ହରାଇବେ ଏମପି ପଦ!

ନୂଆଦିଲ୍ଲୀ,୨୫।୭: ଅଡୁଆରେ ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମପି କଙ୍ଗନା ରଣାଓ୍ବତ। ହରାଇପାରନ୍ତି ଏମପି ପଦ। ହିମାଚଳ ପ୍ରଦେଶର ମାଣ୍ଡି ଲୋକ ସଭା ଆସନରୁ କଙ୍ଗନାଙ୍କୁ...

ବିବାହବେଳେ ଅଜବ ସର୍ତ୍ତ ରଖିଥିଲେ କାଜୋଲ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଅଭିନେତା ଅଜୟ ଦେବ୍‌ଗନ୍‌ ଓ ଅଭିନେତ୍ରୀ କାଜୋଲ ଅନ୍ୟତାମ। ବ୍ୟକ୍ତିଗତ ଜୀବନକୁ ନେଇ ଏହି ଷ୍ଟାର ଦମ୍ପତି ଅନେକବାର...

ଅଲଗା ହେବାପରେ ପ୍ରଥମଥର ନତାଶାଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୪।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକ ଶେଷରେ ଅଲଗା ହୋଇଯାଇଛନ୍ତି। ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଉଭୟ ଏନେଇ ସୂଚନା ଦେଇଛନ୍ତି। ନତାଶା ପୁଅ...

ସବୁ ରେକର୍ଡ ଭାଙ୍ଗିଦେଲେ ଦୀପିକା: ପ୍ରଥମ ଭାରତୟ ଅଭିନେତ୍ରୀ ଭାବେ…

ବଲିଉଡ୍‌ ଅଭିନେତ୍ରୀ ୧୭ ବର୍ଷର ଅଭିନୟ କ୍ୟାରିୟରରେ ବିଶେଷ ନାମ ଅର୍ଜନ କରିଛନ୍ତି। ଆଜିକାଲି ଦୀପିକା ଫିଲ୍ମ ‘କଲକି 2898 AD’ ମାଧ୍ୟମରେ ଅନେକ ପ୍ରଶଂସକଙ୍କ...

ମୋ ପରିବାରକୁ ମାରିବାକୁ ଚାହୁଁଛନ୍ତି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍: ସଲମାନ ଖାନ୍

ମୁମ୍ବାଇ,୨୪ା୭: ବଲିଉଡ ଅଭିନେତା ସଲମାନ ଖାନ ପୋଲିସକୁ କହିଛନ୍ତି ଯେ, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଚଳିତ ବର୍ଷ ଏପ୍ରିଲରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ଗୁଳି ଚଳାଇଥିଲେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri