ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର, ୧୩।୭: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଝି ପଦ୍ମଶ୍ରୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହିତ ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ରାଜ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ରଥଯାତ୍ରା ଠାରୁ ବାହୁଡା ମଧ୍ୟରେ ଋଷିଆରେ ନିଜର ପ୍ରତିଭା ଦ୍ବାରା ସମ୍ମାନିତ ହେବା ଏକ କଳାତ୍ମକ ସଂଯୋଗ। ସେ କହିଛନ୍ତି ଯେ ସୁଦର୍ଶନ ବାବୁ ନନ୍ଦିଘୋଷ ରଥକୁ ଋଷିଆରେ ପ୍ରଦର୍ଶିତ କରି ଓଡ଼ିଆ ଅସ୍ମିତାକୁ ବିଶ୍ଵ ସ୍ତରକୁ ନେଇ ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri