ଭୁବନେଶ୍ୱର, ୨୭।୮: ସିଏମ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ମାଝି ଟଙ୍କା ପଠାଇଛନ୍ତି।୫୧ ଲକ୍ଷ ୫୪ ହଜାର ୧୧୫ ଚାଷୀଙ୍କ ଖାତାକୁ ଟଙ୍କା ଯାଇଥିବା ସୂଚନା ମିଳିଛି। ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ଯାଇଥିବା ସୂଚନା ମିଳିଛି।
ଭୁବନେଶ୍ୱର, ୨୭।୮: ସିଏମ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ମାଝି ଟଙ୍କା ପଠାଇଛନ୍ତି।୫୧ ଲକ୍ଷ ୫୪ ହଜାର ୧୧୫ ଚାଷୀଙ୍କ ଖାତାକୁ ଟଙ୍କା ଯାଇଥିବା ସୂଚନା ମିଳିଛି। ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ଯାଇଥିବା ସୂଚନା ମିଳିଛି।
ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…
ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…
କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…
ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…
ତେହରାନ୍,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…
ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…
ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…
ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…