ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୨୦୩୬ ସୁଦ୍ଧା ୫ ଶହ ବିଲିଅନ ଡଲାର ଅର୍ଥନୀତି ସହ ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ, ଶ୍ରେଷ୍ଠ ୫ ବିକଶିତ ରାଜ୍ୟରେ ଓଡ଼ିଶାକୁ ରଖିବା, ରାଜ୍ୟ ଶିଳ୍ପାୟନର ଦୃତ ବିକାଶ ପାଇଁ ନିର୍ଦ୍ଦେଶାବଳୀରେ ଗୁରୁତ୍ୱ ଦିଆଯାଇଛି।

ସେହିପରି ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରକୁ ଉତ୍କର୍ଷ କେନ୍ଦ୍ର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସବୁପ୍ରକାର ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ଗୁରୁତ୍ୱ ଆରୋପ ସହ ସଚିବାଳୟଠାରୁ ବ୍ଲକ ସ୍ତର ପର୍ଯ୍ୟନ୍ତ ସମସ୍ତ ଅଧିକାରୀଙ୍କୁ ପାଳନ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶ ପାଳନ ନ ହେଲେ ଖିଲାପକାରୀଙ୍କୁ କୈଫିୟତ ତଲବ ପାଇଁ ବି କୁହାଯାଇଛି।

ଓଡିଆ ଭାଷାକୁ ସରକାରୀ ଭାଷାରେ ବ୍ୟବହାର ପାଇଁ ପ୍ରତିବଦ୍ଧତାର ବାର୍ତ୍ତା ଦେବା ସହ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣିକୁ ଅତ୍ୟନ୍ତ ଗୁରୁତର ସହିତ ବିଚାର କରିବାକୁ ନିର୍ଦ୍ଦେଶାବଳୀରେ କହୁଯାଇଛି। ଏହା ସହିତ ସବୁସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତାକୁ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୋଗ ଶୁଣାଣି ପାଇଁ ସୋସିଆଲ ମିଡିଆକୁ ବହୁଳ ବ୍ୟବହାର ଏବଂ ସମସ୍ୟାର ସମାଧାନ ପାଇଁ ସବୁ ସ୍ତରର ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri