ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ନେତା ଏବଂ ଅଧିକାରୀ ବିଧାୟକଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

ଶନିବାର ସନ୍ଧ୍ୟାରେ ଭଞ୍ଜନଗର ବାର୍‌ ଆସୋସିଏଶନ କର୍ମକର୍ତ୍ତା ମଧ୍ୟ ବିଧାୟକଙ୍କୁ ଭେଟି ଜନ୍ମ ଦିନର
ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ବିଧାୟକ ସମସ୍ତଙ୍କୁ ମିଠା ବଣ୍ଟନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri