Posted inଜାତୀୟ

ଝାଡ଼ଖଣ୍ଡରେ ଘନଉଛି ରାଜନୈତିକ ସଙ୍କଟ: ଛତିଶଗଡ଼ ଯିବା ନେଇ ବିଧାୟକଙ୍କ ପ୍ରସ୍ତୁତି

ରାଞ୍ଚି,୨୭।୮: ନିର୍ବାଚନ କମିଶନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପଦ ରଦ୍ଦ କରିବାକୁ ରାଜ୍ୟପାଳଙ୍କୁ ଦେଇଥିବା ଚିଠି ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଏହିଭଳି ପରିସ୍ଥିତିରେ ଶନିବାର ମୁଖ୍ୟମନ୍ତ୍ରୀ ମେଣ୍ଟ ବିଧାୟକଙ୍କ ସହ ବୈଠକ କରିଛନ୍ତି। ତୃତୀୟଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଏଭଳି ବୈଠକ ଅନୁଷ୍ଠିତ ହୋଇଥିବା ଜଣାପଡ଼ିଛି। ବୈଠକରେ ଉପସ୍ଥିତ ଥିବା ବିଧାୟକଙ୍କ ଗାଡ଼ିରେ କପଡ଼ା ଭର୍ତ୍ତି ଥିବା ବ୍ୟାଗ ଓ ଅନ୍ୟାନ୍ୟ ଜିନିଷ ଥିବାର ଦେଖିବାକୁ ମିଳିଛି। ଏହାକୁ ନେଇ ଭିନ୍ନ ଏକ ରାଜନୈତିକ ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପଟେ ଝାଡ଼ଖଣ୍ଡର ୟୁପିଏ ବିଧାୟକଙ୍କୁ ଛତିଶଗଡ଼ ସ୍ଥାନାନ୍ତରିନ୍ତ କରାଯାଇପାରେ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ସୀମାରେ ଭାରତର ୨୨ ପୋଲ: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୧୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ...

‘ଭାରତ ବନ୍ଦ’ ସମର୍ଥନରେ ୧୮ରୁ ଅଧିକ ବିପକ୍ଷ ଦଳ

ନୂଆଦିଲ୍ଲୀ,୬।୧୨:ଦିଲ୍ଲୀ ସୀମାରେ କୃଷକମାନେ ସେମାନଙ୍କର ଦାବି ଗ୍ରହଣ କରିବାକୁ ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଇଛନ୍ତି। ସରକାରଙ୍କ ବିରୋଧରେ କୃଷକଙ୍କ ପକ୍ଷରୁ ଭାରତ ବନ୍ଦ...

‘ଭାଜପା ନେତାମାନେ ବିରୋଧ କରିବାକୁ ଦେଇଥିଲେ ଅନୁମତି’ ନାବାଳିକା ବୟାନ ବଦଳାଇବା ଉପରେ ସାକ୍ଷୀ ମଲିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୭।୬: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ)ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ସମ୍ପର୍କରେ ଦିଲ୍ଲୀ ପୋଲିସ ଗୁରୁବାର...

ଶରଦ ପାୱାର କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୨୪।୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିବି ଅଧ୍ୟକ୍ଷ ଶରଦ ପାୱାର କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ୍‌ ଯୋଗେ...

ବାଘ-ମଣିଷ ଲଢେଇ ରୋକିବ ସୁଗନ୍ଧିତ ଗଛ

ବାଘ-ମଣିଷ ଲଢେଇ ଅଭୟାରଣ୍ୟରେ କିଛିନୂଆ କଥା ନୁହେଁ। ଏମିତି ଲଢେଇ ଉତ୍ତରପ୍ରଦେଶର ପିଲିଭିଟ ବ୍ୟାଘ୍ର ଅଭୟାରଣ୍ୟର ସୀମାରେ ବେଶି ହେଉଛି। ସୀମାବର୍ତ୍ତୀ ଗାଁମାନଙ୍କରେ ଚାଷୀମାନେ ବେଶି...

ଆରଟିଆଇ ସୂଚନା: ୟୁପିଏ ସରକାରଙ୍କ ସମୟରେ ୪ ହଜାରରୁ ଅଧିକ ଆତଙ୍କବାଦୀଙ୍କୁ ଏନକାଉଣ୍ଟର, ମୋଦିଙ୍କ ଶାସନରେ ଭାଙ୍ଗିଛି ଆତଙ୍କବାଦ ମେରୁଦଣ୍ଡ…

ପୁଣେ,୧୮।୧୦ : ଜମ୍ମୁ-କଶ୍ମୀରରେ ଆତଙ୍କବାଦକୁ ନେଇ ଶୂନ୍ୟ ସହନଶୀଳତା ନୀତି ଆପଣାଇ ବର୍ତ୍ତମାନର କେନ୍ଦ୍ର ସରକାର ଆତଙ୍କବାଦୀ କାର୍ଯ୍ୟକଳାପକୁ ରୋକିଛନ୍ତି। ୨୦୧୪ ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଭାଜପା ହାତରୁ ଖସିପାରେ ମଣିପୁର

ଇମ୍ଫାଲ,୧୯ା୬ଭାଜପା ହାତରୁ ଖସିଯାଇପାରେ ମଣିପୁର। ଏହି ଉତ୍ତର-ପୂର୍ବ ରାଜ୍ୟରେ ଭାଜପା ନେତୃତ୍ୱାଧୀନ କ୍ଷମତାସୀନ ମେଣ୍ଟ ସରକାର ସଂଖ୍ୟାଲଘୁରେ ପରିଣତ ହେବା ପରେ ରାଜନୈତିକ ସଙ୍କଟ ଘନେଇବାରେ...

ଟ୍ରାଫିକ୍‌ ନିୟମ ଭାଙ୍ଗିଲେ ଭାଜପା ଏମ୍‌ପି : କଟିଲା ୪୧ ହଜାର ଟଙ୍କା ଚାଲାଣ 

ନୂଆଦିଲ୍ଲୀ,୪।୮: ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ମନୋଜ ତିୱାରୀ ଟ୍ରାଫିକ ନିୟମ ଭାଙ୍ଗିବା ମହଙ୍ଗା ପଡିଛି। ବିନା ହେଲମେଟରେ ବାଇକ ଚଳାଇବା ସମେତ ଅନ୍ୟ...

Advertisement
Archives

Model This Week