Posted inଜାତୀୟ

ଝାଡ଼ଖଣ୍ଡରେ ଘନଉଛି ରାଜନୈତିକ ସଙ୍କଟ: ଛତିଶଗଡ଼ ଯିବା ନେଇ ବିଧାୟକଙ୍କ ପ୍ରସ୍ତୁତି

ରାଞ୍ଚି,୨୭।୮: ନିର୍ବାଚନ କମିଶନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପଦ ରଦ୍ଦ କରିବାକୁ ରାଜ୍ୟପାଳଙ୍କୁ ଦେଇଥିବା ଚିଠି ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଏହିଭଳି ପରିସ୍ଥିତିରେ ଶନିବାର ମୁଖ୍ୟମନ୍ତ୍ରୀ ମେଣ୍ଟ ବିଧାୟକଙ୍କ ସହ ବୈଠକ କରିଛନ୍ତି। ତୃତୀୟଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଏଭଳି ବୈଠକ ଅନୁଷ୍ଠିତ ହୋଇଥିବା ଜଣାପଡ଼ିଛି। ବୈଠକରେ ଉପସ୍ଥିତ ଥିବା ବିଧାୟକଙ୍କ ଗାଡ଼ିରେ କପଡ଼ା ଭର୍ତ୍ତି ଥିବା ବ୍ୟାଗ ଓ ଅନ୍ୟାନ୍ୟ ଜିନିଷ ଥିବାର ଦେଖିବାକୁ ମିଳିଛି। ଏହାକୁ ନେଇ ଭିନ୍ନ ଏକ ରାଜନୈତିକ ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପଟେ ଝାଡ଼ଖଣ୍ଡର ୟୁପିଏ ବିଧାୟକଙ୍କୁ ଛତିଶଗଡ଼ ସ୍ଥାନାନ୍ତରିନ୍ତ କରାଯାଇପାରେ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣତନ୍ତ୍ର ଦିବସ ପରେଡରେ ୨୫ ହଜାର ଦର୍ଶକଙ୍କୁ ଅନୁମତି!

ନୂଆଦିଲ୍ଲୀ,୩୧ ।୧୨: କରୋନା ମହାମାରୀ କାରଣରୁ ଆସନ୍ତା ମାସରେ ପାଳନ ହେବାକୁ ଯାଉଥିବା ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ...

ଆତ୍ମହତ୍ୟା ଉଦ୍ୟମ ପାଇଁ ୧୮ଘଣ୍ଟା ଧରି ୧୦ମହଲା ଉପରେ ଛିଡା ହେଲେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ହରି ନଗର ଅଞ୍ଚଳରେ ରବିବାର ଜଣେ ବ୍ୟକ୍ତି ୧୦ମହଲା କୋଠାର ଛାତ ଉପରେ ଠିଆ ହେବା ସହ ଆତ୍ମହତ୍ୟା ଧମକ ଦେଉଥିବା ଦେଖିବାକୁ...

ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରକୁ ବିପଦ

ନୂଆଦିଲ୍ଲୀ, ୨୬ା୬: ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରର ସଫଳତା ଲାଗି ବିପଦ ସୃଷ୍ଟି କରିଥାଏ। ଇମର୍ଜେନ୍ସି ଲଗାଇ ସରକାର ନିଜ ଲୋକଙ୍କୁ ଜେଲ୍‌ ପଠାଇ ନିର୍ଯାତନା ଦେବା...

ଉତ୍ତରପ୍ରଦେଶ-ବିହାର: ୭୦ ବର୍ଷର ସୀମା ବିବାଦ; ଫସଲ ଅମଳ ବେଳେ ଗର୍ଜୁଛି ବନ୍ଧୁକ

ପାଟନା/ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶ-ବିହାର ସୀମାରେ ଥିବା ବଲିଆ ଜିଲାରେ ଦୀର୍ଘ ୭୦ ବର୍ଷ ଧରି ଲାଗି ରହିଛି ସୀମା ବିବାଦ। ଇତିମଧ୍ୟରେ କେତେ ସରକାର ଗଲେଣି କେତେ...

ଏଏନ୍‌-୩୨ ବିମାନ ଦୁର୍ଘଟଣା: ମିଳିଲା ଆଇ ୬ ଜଣଙ୍କ ମୃତ ଶରୀର

ଶିଲଂ,୨୦।୬: ଜୁନ୍‌ ୩ରେ ନିଖୋଜ ପରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ରେ ଥିବା ବ୍ୟକ୍ତିଙ୍କ ମଧ୍ୟର ୬ ଜଣଙ୍କ ମୃତ ଶରୀର...

ରାଜ୍ୟ ସଭାରେ ହଙ୍ଗାମା: ୮ ଏମ୍‌ପି ସପ୍ତାହେ ପାଇଁ ନିଲମ୍ବିତ

ନୂଆଦିଲ୍ଲୀ, ୨୧।୯: ମୌସୁମୀ ଅଧିବେଶନର ୮ମ ଦିନରେ ସୋମବାର ରାଜ୍ୟ ସଭାରେ ୮ ବିରୋଧୀ ସଦସ୍ୟଙ୍କୁ ଏକ ସପ୍ତାହ ପାଇଁ ନିଲମ୍ବିତ କରାଯାଇଛି। କୃଷି ବିଧେୟକକୁ...

ଭିଡ଼ହିଂସା ରୋକିବାକୁ ଆଇନ ଆଣ

ହାଇଦ୍ରାବାଦ,୭ା୭: ଦେଶରେ ଭିଡ଼ହିଂସା ଘଟଣା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ଆଇନ ଆଣିବାକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି...

ଓମିକ୍ରନ୍‌ ଗ୍ରାଫ୍‌ ଉପରମୁହାଁ, ଆକ୍ରାନ୍ତଙ୍କ ସଂଖ୍ୟା ୧,୭୦୦ ଛୁଇଁଲା…

ନୂଆଦିଲ୍ଲୀ, ୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି।...

Advertisement
Archives

Model This Week