Posted inଜାତୀୟ

ବାବରି ମସଜିଦ ନୁହେଁ, ଆମକୁ ଦରକାର ରାମ ଜନ୍ମଭୂମି: ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୪ ।୩: ଆସମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କର୍ନାଟକରେ କନକଗିରିରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଶାସନ କ୍ଷମତା ଦେବାକୁ ଅପିଲ କରି କହିଛନ୍ତି, ଆମକୁ ଏବେ ବାବରି ମସଜିଦ ନୁହେଁ, ରାମ ଜନ୍ମଭୂମି ଦରକାର । ଆମକୁ ଭାଜପାକୁ ଶାସନ କ୍ଷମତାକୁ ଆଣିବା ଦରକାର । ଭାଜପା ନେତା ଲଣ୍ଡନରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ନେଇ ମଧ୍ୟ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଯେପର୍ଯ୍ୟନ୍ତ ମୋଦି ଅଛନ୍ତି, ରାହୁଲ ଗାନ୍ଧୀ କେବେବି ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ । ହିମନ୍ତ ବିଶ୍ୱ ସରମା ସୋମବାର କର୍ନାଟକରେ ଭାଜପାର ବିଜୟ ସଂକଳ୍ପ ଯାତ୍ରା ସମୟରେ କନକଗିରିରେ ଏହା କହିଛନ୍ତି ।
ସେ ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ କରିଛନ୍ତି ଯେ ରାହୁଲ ଲଣ୍ଡନରେ ଭାରତକୁ ବଦନାମ କରିବାକୁ ଚେଷ୍ଟା କରିଛନ୍ତି, ହେଲେ ମୁଁ ତାଙ୍କୁ କହୁଛି ଯେପର୍ଯ୍ୟନ୍ତ ମୋଦି ଅଛନ୍ତି, ଆପଣ କେବେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri