ଆରମ୍ଭ ହେଲା‘ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଆରମ୍ଭ ହେଲା ବିଜିନେସ୍‌ ଏମିନେନ୍ସ ଆଓ୍ବାଡର୍‌ସ-୨୦୨୨। ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରସ୍କୃତ ହେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କରୋନା ସମୟର ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ସେମାନେ ନିଜସ୍ବ ଚେଷ୍ଟା ବଳରେ ବ୍ୟବସାୟରେ ମାଇଲଖୁଣ୍ଟ ସ୍ଥାପନ କରିପାରିଛନ୍ତି। ଏପରିକି ସେମାନେ ଆଗାମୀ ଯୁବପୀଢ଼ୀ ଯେଉଁମାନେ ବ୍ୟବସାୟ ପ୍ରତି ଆକୃଷ୍ଟ ସେମାନଙ୍କ ପାଇଁ ରୋଲ ମଡେଲ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲ ପ୍ରମୁଖ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri