ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେତେ…

ଭୁବନେଶ୍ୱର,୨୨ା୧: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂର୍ବରୁ ଗ୍ରାମରକ୍ଷୀ ୧୮୦୦ ଟଙ୍କା ପାଉଥିବାବେଳେ ୭୦୦ ଟଙ୍କା ବୃଦ୍ଧି କରିଛନ୍ତି ସରକାର। ବର୍ତ୍ତମାନ ଗ୍ରାମରକ୍ଷୀମାନେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଯେଉଁ ଥାନା ଅଧୀନରେ ଗ୍ରାମରକ୍ଷୀ କାମ କରୁଥିବେ ସପ୍ତାହକୁ ଥରେ ଯାଇ ସେଠାରେ ଉପସ୍ଥାନ ଦେବେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର…

ଜିତୁ ମୁଣ୍ଡା ଭଉଣୀର କଙ୍କାଳ ଧରି ବ୍ୟାଙ୍କ ଯିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଗାଁରେ ପହଞ୍ଚିଲା…

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀଙ୍କ କଙ୍କାଳ…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା…

ଡାଇନୋସର ଯୁଗରୁ ଚାଲିଛି ‘ମେ-ଫ୍ଲାଇ’ର ନୃତ୍ୟ: ରହସ୍ୟ ଉନ୍ମୋଚନକଲେ ଗବେଷକ

ଲଣ୍ଡନ, ୩୦ା୪:ପୃଥିବୀରେ ଡାଇନୋସରଙ୍କ ଆଗମନର ବହୁ କୋଟି ବର୍ଷ ପୂର୍ବର ପୁରୁଣା ହେଉଛି କ୍ଷୁଦ୍ର ପତଙ୍ଗ ‘ମେ-ଫ୍ଲାଇ’। ଏହି ପତଙ୍ଗର ବିଚିତ୍ର ଉଡ଼ାଣ ଶୈଳୀ ବା ‘ନୃତ୍ୟ’…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା…

Exit Poll 2026: ଆସାମରେ ଭାଜପା, ତାମିଲନାଡୁରେ ଡିଏମ୍‌କେ, କେରଳରେ ୟୁଡିଏଫ୍‌ ଆଉ ପଶ୍ଚିମବଙ୍ଗରେ…

ନୂଆଦିଲ୍ଲୀ,୨୯ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହେବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri