Posted inଜାତୀୟ

ଅଗ୍ନିବୀରଙ୍କୁ ମିଳିବ ନିଶ୍ଚିତ ନିଯୁକ୍ତି: ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧ ।୬: ଅଗ୍ନିପଥ ଯୋଜନାରେ ଦେଶ ସେବା କରି ସାରିବା ପରେ ଅଗ୍ନିବୀରଙ୍କୁ ନିଶ୍ଚିତଭାବେ ହରିୟାଣାରେ ନିଯୁକ୍ତି ସୁଯୋଗ ମିଳିବ ବୋଲି କଥା ଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର । ମଙ୍ଗଳବାର ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, ଅଗ୍ନିପଥ ଯୋଜନାରେ ୪ ବର୍ଷ ଦେଶସେବା କରି ଫେରିଥିବା ଅଗ୍ନିବୀରଙ୍କୁ ନିଶ୍ଚିତ ଭାବେ ସରକାରୀ ଚାକିରି ଯୋଗାଇ ଦିଆଯିବ ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ବି ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ ସରକାର ଅଗ୍ନିବୀରଙ୍କୁ ସେମାନଙ୍କ ସେବା ଶେଷ ହେବା ପରେ ନିଯୁକ୍ତି ଦେବାର ପ୍ରତିଶୃତି ଦେଇଥିଲେ । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଥିଲେ , ମୁଁ ସମସ୍ତ ଯୁବକଙ୍କୁ ଆଶ୍ୱସନା ଦେଉଛି ଯେଉଁ ଅଗ୍ନିବୀରମାନେ ରାଷ୍ଟ୍ରର ସେବା କରିବେ ସେବା ନିବୃତ୍ତ ପରେ ସେମାନଙ୍କୁ ରାଜ୍ୟସରକାର ଅଗ୍ରାଧିକାର ଭିତ୍ତିରେ ବିଭିନ୍ନ ବିଭାଗରେ ଚାକିରି ଯୋଗାଇ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri